ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୮/୭: କଥାରେ ଅଛି ଜଳ ବହୁଳେ ସୃଷ୍ଟି ନାଶ ଜଳ ବିନା ସୃଷ୍ଟି ନାଶ, । କିନ୍ତୁ ଆଜି ସମାଜ ଜାଣିପାରୁନାହିଁ ସେ ଜଳ ଆସୁଛି କୋଉଠୁ ଓ ଜଳ ବୁନ୍ଦା ସୃଷ୍ଟି ହେଉଛି କିପରି। ତା ପଛରେ ଯଦି ଦେଖିବା ଗଛ, ବୃକ୍ଷ ଠାରୁ ହିଁ ଜାତ ହୋଇଥାଏ।ଆଜି ଏହି ବୃକ୍ଷ ପାଇଁ ଦିନ ଟିଏ ଉତ୍ସର୍ଗ କରିଛନ୍ତି ବାଲିଗୁଡ଼ା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ମାନେ। […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୭:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ ସାରଙ୍ଗଡ଼ ପୋଲିସ କିଛି ମହିଳାଙ୍କୁ ଗୁରୁବାର ସକାଳୁ ଗିରଫ କରିଥିବା ପ୍ରତିବାଦ ରେ ଶତାଧିକ ଉତ୍ୟକ୍ତ ଗ୍ରାମବାସି ସାରଙ୍ଗଗଡ଼ ଥାନା ଘେରାଉ କରିବା ସହ ରାସ୍ତା ଅବରୋଧ କରିଥିଲେ । ସୂଚନାଯୋଗ୍ୟ ଯେ ବନେଗାଁ ର କିଛି ଗରିବ ଆଦିବାସୀ ମହିଳା ସବୁଦିନ ପରି ଗୁରୁବାର ମଧ୍ୟ ପ୍ରତ୍ୟୁଷରେ ମୁଣ୍ଡରେ ଜାଳେଣି କାଠ ବୋଝ ଧରି ସାରଙ୍ଗଡ଼ ବଜାର କୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୭/୭: ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଇ-ରେଜିଷ୍ଟେସନ ମାଧ୍ୟମରେ କନ୍ଧମାଳ ଜ଼ିଲ୍ଲା ରେ କଳାକାର ଚୟନ ପ୍ରକ୍ରିୟା ଚାଲୁରହିଛି ।ଲୋକକଳା ଓ ଲୋକସଂସ୍କୃତି କୁ ଉଜ୍ଜୀବିତ କରିବା ସହିତ ଦୁସ୍ଥ ପେସାଦାର କଳାକାର ଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କ ସାଧୁ ଉଦ୍ୟମ କୁ ଲୋକେ ପ୍ରଶଂସା କରିଛନ୍ତି ।ସରକାର ଓଡିଶା ରେ ୪୬୧ ପ୍ରକାର ଲୋକ କଳାକୁ ଚି଼ହ୍ନଟ କରିଛନ୍ତି । Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୭:କନ୍ଧମାଳ ଜିଲ୍ଲା ଗ୍ରସ୍ତ ରେ କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ରମନ୍ତ୍ରୀ ଜହନ ବାର୍ଲା ଜୁଲାଇ ୮ରୁ ୧୦ତାରିଖ ତିନିଦିନିଆ ଗସ୍ତରେ ଆସୁଛନ୍ତି।ଜିଲ୍ଲାର ସଂଖ୍ୟାଲଘୁ ମାନଙ୍କ ପାଇଁ କେନ୍ଦ୍ର ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ସେମାନଙ୍କ ଭଲ ମନ୍ଦ ବୁଝିବା ଏକ ରିପୋର୍ଟ ପ୍ରଧାନମନ୍ତ୍ରୀ ଙ୍କୁ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଥିବା କହିଛନ୍ତି ପୁର୍ବତନ ବିଧାୟକ କରେନ୍ଦ୍ର Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୭:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀ ଗାଁ ଥାନା ପୋଇଗୁଡ଼ା ଗ୍ରାମ ରେ ଜୈନକ ମହିଳାଙ୍କୁ ଉକ୍ତ ଗ୍ରାମର ଜହନ ମୁଠା ମାଝୀ ଦୁଷ୍କର୍ମ କରିବା ସହ ଘରର ବିଭିନ୍ନ ଆସବାବ ପତ୍ର ଫିଙ୍ଗା ଫୋପଡ଼ା କରି ଚୋରୀ କରିଥିବା ନେଇ ବ୍ରାହ୍ମଣୀ ଗାଁ ଥାନାରେ ଉକ୍ତ ମହିଳାଙ୍କ ପକ୍ଷରୁ ଏତଲା ଦାଏର ହୋଇଥିଲା ।ଏତଲାକୁ ଭିର୍ତ୍ତି କରି ବ୍ରାହ୍ମଣୀ ଗାଁ ପୋଲିସ କେଶ ନଂ.୨୨/୧୯ ଓ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୭: ସତ୍ୟ ନିର୍ଭିକ ନିରପେକ୍ଷ ଖବର ପ୍ରସାରଣ କରୁଥିବା ବରିଷ୍ଠ ସାମ୍ବାଦିକ ତଥା ବଡ଼ ଖବର ର ମୁଖ୍ୟ ସମ୍ପାଦକ ଅର୍ଧେନ୍ଦୁ ଦାସଙ୍କୁ ରାଜ୍ୟ ସରକାର ଇଓଡବ୍ଲୁ ଲଗାଇ ଆକ୍ରୋଶ ମୂଳକ ଭାବେ କଣ୍ଠରୋଧ କରିବା ପାଇଁ ଗିରଫ କରାଯାଇ ଥିବାରୁ ବାଲିଗୁଡା ସାମ୍ବାଦିକଙ୍କ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି ଏବଂ ସରକାର ଗଣତନ୍ତ୍ର କୁ ହତ୍ୟା କରିଥିବା ହୀନ ପ୍ରୟାସ କୁ ତୀବ୍ର ନିନ୍ଦା କରାଯାଇଛି ଓ ଓଡିଶା ଇତିହାସ ରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୭: ବଡ ଖବର ର ସଂପାଦକ ତଥା ବରିଷ୍ଠ ସାମ୍ବାଦିକ ଅର୍ଧେନ୍ଦୁ ଦାସ ଙ୍କୁ ଆକ୍ରୋଶ ମୂଳକ ଭାବେ ଗିରଫକୁ କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ତିବ୍ର ନିନ୍ଦା କରାଯାଇଛି। ରାଜ୍ୟ ସରକାର ଇଓଡବ୍ଲୁ ଜରିଆରେ ଯେଉଁ ଭଳି ଉଦେଶ୍ୟ ମୂଳକ ଭାବରେ ବରିଷ୍ଠ ସାମ୍ବାଦିକ ଅର୍ଧେନ୍ଧୁ ଦାଶ ଙ୍କୁ ଗିରଫ କରିଛନ୍ତି ତାହା ଅତି ନିନ୍ଦନୀୟ ଅଟେ।ସତ୍ୟ କୁ ସାମ୍ନାକୁ ଆଣୁଥିବା ସାମ୍ବାଦିକ ଙ୍କ କଣ୍ଠରୋଧ କରାଯିବା ସହ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୩/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକକୁ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ଵ ରଞ୍ଜନ ନାୟକ ପରିଦର୍ଶନରେ ଆସିଛନ୍ତି ।ସେ ବ୍ଲକରେ ପହଞ୍ଚି ବିଭିନ୍ନ ପଞ୍ଚାୟତରେ ଚାଲିଥିବା ସରକାରୀ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ। ତାପରେ କଞ୍ଜାମେଣ୍ଡିରେ ଚାଲିଥିବା ଛ\’ଅ ଲକ୍ଷ ଏଗାର ହଜାର ଆଠ ଶହ ଟଙ୍କାର ପ୍ରକଳ୍ପ ଅମୃତ ସରୋବର ପୋଖରୀର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ସ୍ତରୀୟ ପାରମ୍ପରିକ କଳା ଓ ସଂସ୍କୃତି ସଂଘ ଓ ରାଧେ ଗୋବିନ୍ଦ ମଠ ରାଧେ ରାଧେ ମହିଳା ସଂକୀର୍ଣ୍ଣନ ମଣ୍ଡଳୀ ର ମିଳିତ ଆନୁକୂଲ୍ୟରେ ଘୁ.ଉଦୟଗିରି ବ୍ଲକ କନଵାଗିରୀ ଠାରେ ସାଂସ୍କୃତିକ ମହୋତ୍ସଵ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା କଳା ସଂସ୍କୃତି ସଂଘ ର ଉପ ସଭାପତି ଅକ୍ଷୟ କର୍ଣ୍ଣ, ସମ୍ମାନିତ ଅତିଥି ଭାବେ କୁଇ ସଂସ୍କୃତି ଗବେଷକ ପ୍ରଦୀପ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଂଚଳ ର ସାମ୍ବାଦିକ ବିପ୍ର ଚରଣ ସାହୁ(ମିଟୁ)ଙ୍କ ପିତା ବନମାଳୀ ସାହୁ,(୭୭)ଙ୍କ ମୃତ ଦେହ ସୋମବାର ଦିନ ଭୁବନେଶ୍ୱର ସ୍ଥିତ ଏମସ ହସପିଟାଲ ନିକଟସ୍ଥ କାଜୁ ଜଙ୍ଗଲ ନିକଟରୁ ଉଦ୍ଧାର ହୋଇଥିବା ବିଷୟ ବିପ୍ର ସାହୁ ପ୍ରକାଶ କରିଛନ୍ତି ।ପ୍ରକାଶ ଯେ, ସେ ଗତ ୧୫ ଦିନ ହେଲା, ନିଖୋଜ ହୋଇଯାଇଥିଲେ । ବନମାଳୀ ସାହୁ ଭୁବନେଶ୍ୱର ଡୁମୁଡୁମାରେ କିଛି ମାସ ହେଲା ସାନ ପୁଅ ଘରେ […]Continue Reading