Home Posts tagged reports by sanjaya kumar panigrahi (Page 34)
Top Stories
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୭/୬: କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ପ୍ରଥମ ଥର ପାଇଁ ଧଳା ଜହର ମାନେ ବ୍ରାଉନସୁଗାର ପଶିବା ଆରମ୍ଭ ହୋଇ ଯାଇଛି ।ଏ ନେଇ କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲା ରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି ।ଅଭିଯୁକ୍ତ ଜଣଙ୍କ ଫୁଲବାଣୀ ଅଂଚଳ ର ସ୍ବର୍ଗତ ଭଗବାନ ମହାପାତ୍ର ଙ୍କ ପୁଅ […]Continue Reading
Top Stories
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୬ : ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ ଥିବା ଯାତ୍ରୀ ବିଶ୍ରାମଗାର ସଫେଇ କରାଯାଇଛି । ଅନେକ ଦିନରୁ ଏ ଗୁଡିକ ଆବର୍ଜନାମୟ ଓ ଅବ୍ୟବହୃତ ଅବସ୍ଥାରେ ଥିଲା ।ଏହା ଭିତରେ ଅନେକ ଗୁଡ଼ିଏ ମଦକାଚ,ଗାଈ ଗୋବର, ପ୍ଲାଷ୍ଟିକ ବୋତଲ, ପାଣି ଜରି ଅନେକ ଦିନରୁ ପଡ଼ି ଅସନା ହୋଇ ରହିଥିଲା । ସନ୍ଧ୍ୟା ହେଲେ ଏହା ଅସାମାଜିକ ଲୋକଙ୍କ ଆଡ୍ଡ଼ା ସ୍ଥଳୀ ପାଲଟିଥିଲା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୪/୬: ଜାତିଆଣ ଯୋଗୁଁ ଏକ ପକ୍ଷଘାତ ରୋଗୀ ଚିକିତ୍ସା ସେବା ନପାଇ ଅସହାୟ ଅବସ୍ଥାରେ ପଡି ରହିଥିବା ଦେଖିବାକୁ ମିଳିଛି । ଏଭଳି ଘଟଣା ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ବାମଣ୍ଡା ପଞ୍ଚାୟତର ଖଣ୍ଡବର ଗ୍ରାମର । ସୂଚନା ମୁତାବକ ଖଣ୍ଡବର ଗ୍ରାମର ଉପାସୀ ପ୍ରଧାନଙ୍କ ସ୍ୱାମୀ ସୁଶୀଳ ପ୍ରଧାନଙ୍କ ଏକବର୍ଷ ପୂର୍ବରୁ ମୃତ୍ୟୁ ହୋଇଯାଇଥିଲା ।ଉପାସୀ ଜଣେ ପକ୍ଷଘାତ ରୋଗୀ । ଗୋଟିଏ ହାତ ଓ ଗୋଟିଏ ଗୋଡ ପକ୍ଷଘାତ ଯୋଗୁଁ […]Continue Reading
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୨/୬: ବର୍ତ୍ତମାନ ସମୟରେ ଡିଜିଟାଲ୍ କାରବାର ବେଶ୍ ବୃଦ୍ଧି ପାଇଛି । ସରକାରୀ ଓ ବେସରକାରୀ ଅଫିସ କାମ ଅନ୍ଲାଇନ୍ରେ ହେଉଛି । ପାଠପଢ଼ାଠାରୁ ଚାକିରି ଆବେଦନ ପର୍ଯ୍ୟନ୍ତ ସବୁ ଅନ୍ଇନ୍ ।ଏପରିକି କ୍ୟାସ୍ଲେସ୍ କାରବାର ପାଇଁ ଦେଣନେଣ ମଧ୍ୟ ଅନଲାଇନ୍ରେ ହେଉଛି । ଆଉ ସରକାରୀ ଅଫିସ୍ କିମ୍ବା ବ୍ୟାଙ୍କକୁ ଯିବାକୁ ପଡ଼ିବନି ବୋଲି କୁହଯାଉଛି ।ମାତ୍ର କନ୍ଧମାଳ ଜିଲ୍ଲାର କେତେକ ପଞ୍ଚାୟତରେ ନେଟ୍ୱାର୍କ ନଥିବାରୁ ଡିଜିଟାଲ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୨/୬: କନ୍ଧମାଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ।ସେ ପୂର୍ବରୁ ଥିବା ଜିଲାପାଳ ଡା. ଵୃନ୍ଦା ଡି ଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ।ବୃନ୍ଦା ଡି ଙ୍କୁ ଓ ଏସଏମସିଏଲ, ଭୁବେନଶ୍ୱର କୁ ବଦଳି ହୋଇଛି ।ଆଶିଷ ଈଶ୍ୱର ପାଟିଲ ଏଥି ପୂର୍ବରୁ ବାଲେଶ୍ୱର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ । ଦାୟିତ୍ୱ ଗ୍ରହଣ କରିବା ପରେ ଜ଼ିଲ୍ଲାପାଳ ପାଟିଲ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୬ : ଯୋଗ ହିଁ ନୀରୋଗ ରହିବାର ଏକ ମାତ୍ର ଆଧାର ଏଣୁ ଆସନ୍ତୁ ସମସ୍ତେ ଯୋଗ ପ୍ରାଣାୟାମ କରି ସୁସ୍ଥ ସମାଜ ଗଠନ କରିବା, ଯୋଗ କର ନିରୋଗ ରୁହ ।ରୋଗ ମୁକ୍ତ ଜୀବନ ପାଇଁ ଯୋଗଯୁକ୍ତ ଜୀବନ ଏକାନ୍ତ ଆବଶ୍ୟକ ବୋଲି ଆଜି ଅଷ୍ଟମ ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ମତପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ବାଲିଗୁଡା ର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳିତ ହୋଇଯାଇଛି ।ଅଞ୍ଚଳର ବିଭିନ୍ନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୬:କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ବାଟାଲିୟନ ସିଆରପିଏଫ ପରିସରରେ ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ସିଆରପିଏଫ ୧୨୭ ବାଟାଲିୟନର କମାଣ୍ଡାଣ୍ଟ ଆନନ୍ଦ ଝା ଙ୍କ ସମେତ ସମସ୍ତ ଅଧିକାରୀ ଗଣ , ଓଡିଶା ପୋଲିସ୍ ର ଅଧିକାରୀ ଗଣ ଏବଂ ବିଦ୍ୟାଳୟ ର ଛାତ୍ରୀ ଛାତ୍ର ମାନେ ଅଂଶଗ୍ରହଣ କରି ବିଭିନ୍ନ ପ୍ରକାର ଯୋଗାଭ୍ୟାସ କରିଥିଲେ । ବିଶେଷକରି ସୁରକ୍ଷା ବାହିନୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଡ୍ରାଇଭର ସଂଘର କର୍ମକର୍ତ୍ତା ମାନେ ବାଲିଗୁଡା ବିଧାୟକ ଚକ୍ରମଣି କହଁରଙ୍କୁ ଏକ ଦଶ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି। ଏଥିରେ ଡ୍ରାଇଭର ମାନଙ୍କ ସୁରକ୍ଷା ଠାରୁ ଆରମ୍ଭ କରି ବୀମା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଭଳି ବିଭିନ୍ନ ଦାବି ପ୍ରତି ସରକାରଙ୍କ ଅବହେଳା ଦର୍ଶାଯାଇଛି।ଉକ୍ତ ଦାବି ପ୍ରଦାନ ବେଳେ ବାଲିଗୁଡା ନିର୍ବାଚନ ମଣ୍ଡଳୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ସିଜିଗାଣ୍ଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୮୦ରୁ ଉର୍ଦ୍ଧ୍ଵ ଲୋକେ ଆହତ ହୋଇଥିବା ବେଳେ ଅନେକଙ୍କ ଅବସ୍ଥା ଗୁରତର ରହିଛି ।ସୂଚନା ମୁତାବକ ଗଦାପୁର ପଞ୍ଚାୟତ ପୁଟୁଡୁ ମାହା ଗ୍ରାମରୁ କନ୍ୟା ଯାତ୍ରୀ ଲୋକେ ଏକ ଟ୍ରକ ଯୋଗେ ଭୋଜି ଖାଇବାକୁ ବର ଯାତ୍ରୀ ଗ୍ରାମ ପାଙ୍ଗାଲିକୁ ଆସୁଥିଲା ।ପ୍ଲିହେରି ପଞ୍ଚାୟତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୭/୬: ଆଶିଷ ଈଶ୍ୱର ପାଟିଲ କନ୍ଧମାଳ ର ନୂତନ ଜିଲାପାଳ ଭାବେ ଦାଇତ୍ୱ ଗ୍ରହଣ କରିବେ । ସେ ବର୍ତମାନ ବାଲେଶ୍ୱର ଉପଜିଲାପାଳ ଓ ବାଲେଶ୍ୱର ମୁନିସିପାଲିଟି ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ଗୁରୁବାର ଶ୍ରୀ ପାଟିଲ ଙ୍କୁ ସରକାର କନ୍ଧମାଳ ଜିଲ୍ଲାପାଳ ଭାବେ ବଦଳି କରିଛନ୍ତି ।ସେହିପରି ଫୁଲବାଣୀ ଜିଲାପାଳ ଥିବା ଡ଼ା. ଵୃନ୍ଦା ଡି ଙ୍କୁ ପରିଚାଳନା ନିର୍ଦେଶକ, ଓ ଏସ ଏମ ସି ଏଲ. ଭୁବେନଶ୍ୱର […]Continue Reading