Home Posts tagged reports by sanjaya kumar panigrahi (Page 35)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପଥପ୍ରାନ୍ତ ସେବା କେନ୍ଦ୍ର ଠାରେ ରଜମଉଜ କାର୍ଯ୍ୟକ୍ରମ ଦୁଇ ଦିନ ଧରି ଆୟୋଜିତ ହେବା ପରେ ଉଦଯାପିତ ହୋଇଯାଇଛି ।ନାଗରିକ ମଞ୍ଚ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ପତିତପାବନ ରାଉତଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥି ଭାବେ ସରପଞ୍ଚ ସୁଶ୍ରୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୬: ଶିକ୍ଷକତା ଛାଡି ସମାଜସେବା ପାଇଁ ରାଜନୀତି ରେ ପାଦ ଥାପିଥିବା ନବ ନିର୍ବାଚିତ ସରପଞ୍ଚ ସଞ୍ଜୟ ପ୍ରଧାନ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶୃତି କୁ ପୂରଣ କରିଛନ୍ତି ସରପଞ୍ଚ ଭାବେ ଦାୟିତ୍ୱ ନେବାର ତିନି ମାସ ମଧ୍ୟରେ ଲୋକଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଲୋକଙ୍କ ମୁଁହରେ ହସ ଫୁଟାଇ ଜନତା ଙ୍କ ଆସ୍ଥାଭାଜନ ହୋଇ ପାରିଛନ୍ତି ।ଦୀର୍ଘବର୍ଷ ହେବ ବଣ୍ଡଗୁଡା ଗ୍ରାମ ପଂଚାୟତ ର ପାତ୍ରସାହିରେ ପାନୀୟ ଜଳର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୬: ସାରା ଓଡିଶା ରେ ତିନି ଦିନିଆ ରଜ ପର୍ବ ଧୁମ ଧାମରେ ପାଳିତ ହେଉଥିବା ବେଳେ କନ୍ଧମାଳ ଜ଼ିଲ୍ଲା ର ବାଲିଗୁଡା ବ୍ଲକ ର ଉପାନ୍ତ ଗାଁ ଗୁଡିକ ରେ ମଧ୍ୟ ରଜ ପର୍ବ ମାହା ଆଡମ୍ବର ପାଳିତ ହୋଇଯାଇଛି ।ବିଭିନ୍ନ ଗାଁ ଗହଳିରେ ଧୂମଧାମରେ ଘରେ ଓ ବାହାରେ ଦୋଳି ବାନ୍ଧି କୁଆଁରି ଝିଅମାନେ ପାଳନ କରୁଛନ୍ତି ରଜ ପର୍ବ।ନୂଆ ଲୁଗା ଓ ପୋଷାକ ପିନ୍ଧି ବିଭିନ୍ନ ପ୍ରକାରର ପିଠା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୬: ତିନିଦିନିଆ ସର୍ବ ଭାରତୀୟ ଟୁରିଷ୍ଟ ଫେଷ୍ଟିବାଲ ବାଙ୍ଗାଲୁରୁର କୋଲକତାର ଖୁଡିରାମ ଇଣ୍ଡର ଷ୍ଟାଡିୟମରେ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଓଡ଼ିଶାରୁ ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ହୋଟେଲ ଆସୋସିଏସନ ଯୋଗ ଦେଇ ଓଡ଼ିଶା ଟୁରିଜମ କୁ ସର୍ବ ଭାରତୀୟ ସ୍ତରରେ ପ୍ରମୋଟ କରିଥିଲେ ।ଆନ୍ତର୍ଜାତୀୟ ଏହି ଫେଷ୍ଟିବଲ ସକାଳ ୧୧ ରୁ ରାତ୍ରି ୮ ଟା ଯାଏ ତିନି ଦିନ ଧରି ଚାଲିଥିଲା।ଏଥିରେ ସମସ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୬: ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ । ଏକ ଟ୍ରକରୁ ୨୦୩ କିଲୋ ୪ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହିତ ୨ଜଣଙ୍କୁ ଗିରଫ କରିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୮ଲକ୍ଷ ଟଙ୍କା ହେବ ବୋଲି ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି ।ଗିରଫ ଅଭିଯୁକ୍ତ ୨ଜଣକ ଜଣକ ଉତ୍ତରପ୍ରଦେଶ କୌଶମ୍ଭି ଜିଲ୍ଲା ଠୁଗଲା ଅଞ୍ଚଳର ସାରୁଖ ଖାନ ଓ ଫତେପୁର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା: ମଙ୍ଗଳବାର ଜୁନ୍ ୧୪,ବିଶ୍ୱ ରକ୍ତଦାତା ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ରକ୍ତଭଣ୍ଡାର ଓ ଶିକ୍ଷାନିକେତନ ମିଳିତ ଅନୁଷ୍ଠାନ ପକ୍ଷରୁ ଏକ ରକ୍ତଦାନ ସଚେତନତା ଶୋଭାଯାତ୍ରା ଓ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ସକାଳୁ ଶିକ୍ଷାନିକେତନର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀଙ୍କ ସମେତ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ବାଲିଗୁଡ଼ା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୬: ୧୯୮୮ ବ୍ୟାଚ ଦ୍ୱାଦଶ ଶ୍ରେଣୀ ପୁରାତନ ଛାତ୍ରୀଛାତ୍ରୀ ମାନଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ବାଲିଗୁଡା ସହରର ପ୍ରତିଷ୍ଠିତ ହୋଟେଲ ବିଭବ ପରିସରରେ ତିନିଦିନ ଧରି ସଭା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା ।ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ପାଟଖଣ୍ଡା ମନ୍ଦିର ପରିଦର୍ଶନ କରିବା ସହ ନିଜ ନିଜ ଘର ଏବଂ ବନ୍ଧୁ ପରିଜନଙ୍କୁ ଦେଖାକରିଥିଲେ ।ପରେ ପରେ ନିଜେ ନିଜେ ଅଧ୍ୟୟନ କରିଥିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୬ : ବାଲେଶ୍ୱର ଜ଼ିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାରେ ବାଲିଗୁଡା ର ଅଗ୍ରଣୀ ସଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ରର କୃତିତ୍ବ ।ଚଳିତ ମାସ ଦଶ ତାରିଖ ସାଂସ୍କୃତିକ ସନ୍ଧ୍ୟାରେ କୋଡିଏ ଜଣିଆ ସଂସ୍କୃତିକ ଦଳ ଅଂଶ ଗ୍ରହଣ କରି କନ୍ଧମାଳ ର ପାରମ୍ପରିକ ଲୋକନୃତ୍ୟ ଡାକୁଲ ନୃତ୍ୟ ପରିବେଷଣ କରି ମଞ୍ଚ ଦୁଲୁକାଇ ଥିଲେ ।ଅନୁଷ୍ଠାନର ସମ୍ପାଦକ ତଥା ବରିଷ୍ଠ କଳାକାର ପ୍ରମୋଦ କୁମାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୨/୬: କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ଙ୍କ ନିର୍ଦେଶ ରେ ଏସଓଜି ଏବଂ ଡ଼ିଭିଏଫ ଯବାନ ମାନେ ଗୋଛାପଡା ଥାନା ଅନ୍ତର୍ଗତ ଶାସିକେତା ଜଙ୍ଗଲ ରେ ମାଓ ବାଦି କ୍ୟାମ୍ପ ଉପରେ ଚଢ଼ାଉ କରି ବିପୁଳ ପରିମାଣ ର ମାଓ ସାମଗ୍ରୀ ଜବତ କରିଥିବା ନେଇ ରବିବାର କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି ।ଜବତ ସାମଗ୍ରି ମଧ୍ୟରେ ରହିଛି ମେଡିସିନ, ବିଦ୍ୟୁତ ତାର, ମାଓ ପୋଷାକ, ଜିଲୋଟିନ, ଛୁରୀ, ଇନଶକ୍ଷସ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୨/୬: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ରେଞ୍ଜ ଅନ୍ତର୍ଗତ ଗୋଚ୍ଛାପଡ଼ା ସଂରକ୍ଷିତ ଜଙ୍ଗଲର ପକାରୀ ପଞ୍ଚାୟତର ଜିରିଙ୍ଗପଡ଼ା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ପଡ଼ିଯାଇଥିବା ହାତୀ ଛୁଆକୁ ଉଦ୍ଧାର କରାଯାଇଛି।ଫିରିଙ୍ଗିଆ ରେଞ୍ଜର ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ଏକ ୩୦ ଜଣିଆ ଟିମ୍ ଗତ କାଲି ସନ୍ଧ୍ୟାରୁ ହିଁ ଖବର ପାଇବା ପରେ ଘଟଣାସ୍ଥଳକୁ ଯାଇଥିଲେ।ସେଠାରେ ୪ ଘଣ୍ଟାର ରେସକ୍ୟୁ ଅପରେସନ୍ ପରେ ହାତୀ ଛୁଆଟି ଉଦ୍ଧାର Continue Reading