ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୯/୬: ଜାଗ୍ରତ କନ୍ଧମାଳ ପକ୍ଷରୁ ପଛୁଆ ବର୍ଗ ଓବିସି ସମ୍ପ୍ରଦାୟ ପ୍ରତି କେନ୍ଦ୍ର ରାଜ୍ୟ ସରକାରଙ୍କ ଅବିଚାରକୁ ନେଇ ୬ ଦଫା ଦାବି ଉପସ୍ଥାପନ କରିବା ପାଇଁ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ମାଦୀକୁନ୍ଦା ଛକ ଠାରୁ ଶାନ୍ତି ପ୍ରତିବାଦ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଛି। ଶୋଭାଯାତ୍ରା ବେଳେ ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରକାର ନାରାବାଜି କରାଯାଇଥିଲା।ଜାଗ୍ରତ କନ୍ଧମାଳ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୭/୬: କନ୍ଧମାଳ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ, ପ୍ରଧାନ ମହାଲେଖାକାର(ଲେଖା ଏବଂ ହକଦାରୀ) ଓ ଲେଖା ନିୟନ୍ତ୍ରକ, ଓଡ଼ିଶା ସହଯୋଗରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଚଳିତ ଜୁନ୍ ମାସ ୯ ଓ ୧୦ ତାରିଖ ଦିନ କନ୍ଧମାଳ ଜିଲ୍ଲାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୪/୬: ଦ୍ୱିତୀୟ ପର୍ଯ୍ୟାୟ ରେ ହାତକୁ ନିଆଯାଇଥିବା କନ୍ଧମାଳ ଜିଲ୍ଲାର ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି।କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି।ଚକାପାଦ ବ୍ଲକରେ ହାତକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ଗ୍ରାମ ପଞ୍ଚାୟତ ଠାରେ ଜୀବନଜ୍ୟୋତି କଳା ପରିଷଦ ତରଫରୁ ପାରମ୍ପାରିକ ଆଦିବାସୀ କଳା ବିକାଶ ଉପରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା ।ଜୀବନ ଜ୍ୟୋତି କଳା ପରିଷଦ ର ସଭାପତି ରଜନୀ କାନ୍ତ ଦିଗାଳ ଙ୍କ ଅଧ୍ୟକ୍ଷତାରେ ଏବଂ ବାଲିଗୁଡା ଉପଖଣ୍ଡ କଳାକାର ସଂଘ ର ନିମନ୍ତ୍ରିତ ଅତିଥି ଙ୍କ ଗହଣ ରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା ।ପାରମ୍ପରିକ କଳା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୬:କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ବ୍ଲକ କଳା ସଂସ୍କୃତି ସଂଘର ପଂଚାୟତ ସ୍ତରୀୟ ବୈଠକ ବୁଡୁରୁକିଆ ପଂଚାୟତ ର ଡାମିକିଆ ଗାଁ ରେ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ସରକାର ଙ୍କ କଳାକାର ଭତ୍ତା ଓ ଭାଗବତ ଟୁଙ୍ଗୀ ର ପୁନଃଉଦ୍ଧାର କୁ କ୍ରିୟାଶିଳ କରିବା ସହ କଳାକାର ଙ୍କୁ ସଂଗଠିତ କରିବା ଉଦେଶ୍ୟ ରେ ଏବଂ ସମସ୍ତ କଳାକାର ଙ୍କୁ ଇ-ରେଜିଷ୍ଟ୍ରେସନ କରିବା ନେଇ ଗ୍ରାମ ପଂଚାୟତ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟବାଲିଗୁଡା,୨/୬: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ୫୯ ନଂ. ଜାତୀୟ ରାଜପଥ ସୁଲୁମାହା ଘାଟି ନିକଟରେ ଏକ ଗଛରେ ବାଇକ୍ ପିଟି ହେବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ଉକ୍ତ ଥାନା ସାଲେଜୁ ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ସାଲୁ (୧୮) ଏବଂ ଅଜିତ ପ୍ରଧାନଙ୍କ ପୁଅ ଅମିପ (୨୧) ବୋଲି ତଦନ୍ତକାରୀ ଅଧିକାରୀ ଜିତେନ୍ଦ୍ର ବେହରା ପ୍ରକାଶ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୯/୫: କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପ୍ରର୍ଯ୍ୟୟରେ ହାତକୁ ନିଆଯାଇଥିବା ୭୩ଟି ଉଚ୍ଚବିଦ୍ୟାଳୟର ରୁପାନ୍ତରୀକରଣ କାମ ଶେଷ ପ୍ରର୍ଯ୍ୟାୟରେ ପହଞ୍ଚିଛି। ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ସରକାରୀ ୟୂଜିଏଚ୍ଏସ ବିରିଗାଁ, ସରକାରୀ ହାଇସ୍କୁଲ ବପଲମେଣ୍ତି, ବିରୁପାକ୍ଷ ହାଇସ୍କୁଲ ବ୍ରାହ୍ମଣପାଦ ଓଏଭି ଚକାପାଦ ସରକାରୀ ହାଇସ୍କୁଲ ନେଡ଼ିଗୁଡ଼ା, ବିବି ହାଇସ୍କୁଲ ଲାଇନପଡ଼ା ଓ ସରକାରୀ ହାଇସ୍କୁଲ ଶଙ୍କରା ଖୋଲ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୯/୫: ରାଜ୍ୟ ସମାଜସେବୀ ମହାସଂଘର ନୂତନ ଭାବରେ ଫୁଲବାଣୀର ସମାଜସେବୀ ଅଂଶୁମାନ ପ୍ରିୟଦର୍ଶନଙ୍କୁ ରାଜ୍ୟ ତରଫରୁ ସହ ସମ୍ପାଦକ ଭାବରେ ମନୋନୀତ କରାଯାଇଛି ।ଅନୁଷ୍ଠାନିକ ଭାବରେ ସଂଘର ସଭାପତି ନରୋତ୍ତମ ଦାସ ଉପୋରକ୍ତ ଦାୟିତ୍ୱ ପ୍ରଦାନ କରିବା ସହିତ, ତାଙ୍କୁ କନ୍ଧମାଳ ଜିଲ୍ଲାର ସହ ସଂଯୋଜକ ଭାବରେ ମଧ୍ୟ ଘୋଷଣା କରିଛନ୍ତି ।ଆମ ଅଞ୍ଚଳ ପାଇଁ ଓ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ବିଷୟ ଅଟେ, ତାଙ୍କ ଦ୍ୱାରା ଦୀର୍ଘ Continue Reading
ସଞ୍ଜୟ କୁମାର ପ୍ରାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୪/୫:ପୋକରା ଚାଉଳ ପରେ ଏବେ ପୁଣି ପ୍ଲାଷ୍ଟିକ ଚାଉଳ । ତାହା ପୁଣି ମଧ୍ୟାହ୍ନ ଭୋଜନରେ । ଏ ହେଉଛି ମଧ୍ୟାହ୍ନ ଭୋଜନ ପାଇଁ ପିଲାଙ୍କୁ ଦିଆଯାଉଥିବା ଚାଉଳ । ଯେଉଁଥିରେ ପ୍ଲାଷ୍ଟିକ ଚାଉଳ ଥିବା ଅଭିଯୋଗ ହୋଇଛି ।ଏଭଳି ଅପମିଶ୍ରିତ ଚାଉଳ ଖାଇଲେ କଣ ପିଲାଙ୍କୁ ପୌଷ୍ଟିକ ତତ୍ତ୍ୱ ମିଳିବ ? ଏଭଳି ଅପମିଶ୍ରିତ ଚାଉଳରେ ମଧ୍ୟାହ୍ନ ଭୋଜନ ଦିଆଯାଉଛି କନ୍ଧମାଳରେ ।କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୫: ଆମ ରାଜ୍ୟରେ ଥିବା ଅନୁସୂଚିତ ଜାତି ଜନଜାତି ଓ ଅନ୍ୟାନ୍ୟ ପଛୁଆ ବର୍ଗର ଛାତ୍ର ଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ବିକାଶ ତଥା ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି।କିନ୍ତୁ ଏବେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗିବାଡ଼ି ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତରେ ଥିବା ବୌଦୁଙ୍ଗିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଗୁମିକିଆ ପଞ୍ଚାୟତରେ ଥିବା Continue Reading