Home Posts tagged reports by sanjaya kumar panigrahi (Page 37)
Top Stories
ସଞ୍ଜୟ କୁମାର ପ୍ରାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା, ୨୩/୫: ସର୍ଟ ସର୍କିଟ ହୋଇ ଜଳିଗଲା ଠିକା ସଂସ୍ଥାରେ ନିୟୋଜିତ ଗ୍ରେଡର ମେସିନ୍ । ସୂଚନା ପ୍ରକାରେ ସୋମବାର ସକାଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା କଞ୍ଜାମେଣ୍ଡି ଛକ ୫୯ ନମ୍ବର ଜାତୀୟ ରାଜପଥ କଡ଼ରେ ଆରକେଡି ନାମକ ଠିକା ସଂସ୍ଥାରେ ନିୟୋଜିତ ଏକ ଗ୍ରେଡର ମେସିନ୍ ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ହଠାତ୍ ସେଥିରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି ।ସର୍ଟ ସର୍କିଟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୩/୫: ଚଳିତ ମାସ ୩ ତାରିଖ ଠାରୁ ଆରମ୍ଭ ହୋଇଥିବା ଫୁଲବାଣୀର ପ୍ରସିଦ୍ଧ ନାରାୟଣୀ ଯାତ୍ରା ଆଜି ଏଗାର ଦିନରେ ପହଂଚି ଯାଇଛି ଏହି ଅବସରରେ ସଂନ୍ଧ୍ୟାରେ ମା ନାରାୟଣୀଙ୍କ ଆଳତି ବାହିନି ଦ୍ୱାରା ଅନୁଷ୍ଠିତ ହୋଇଥିଲା ।ସ୍ୱତନ୍ତ୍ର ଆଳତି କାର୍ଯ୍ୟକ୍ରମରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ଜିଲା ଓ ଜିଲା ବାହାରର ବହୁ ସଂଖ୍ୟା ରେ ଭକ୍ତ ଓ ଦର୍ଶକ ସାମିଲ୍ ହୋଇ ମାଆଙ୍କ ଆଶିଷ ଗ୍ରହଣ କରିଥିଲେ। ଆଳତି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୩/୫: କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୬୦/୭୦ ଜଣ ଅକ୍ଷମ ( ଭିନ୍ନକ୍ଷମ ) ପିଲା ଓ ରୋଗୀ ଜିଲ୍ଲା ଭିନ୍ନକ୍ଷମ ଥାଇଥାନ କେଦ୍ର ରେ ପହଞ୍ଚି ଗତ ଦୁଇ ଦିନ ଧରି ଚିକିତ୍ସିତ ହେଉଛନ୍ତି । ସେମାନଙ୍କୁ ଥାଇଥାନ କେଦ୍ର ର ଦାୟିତ୍ବ ରେ ଥିବା କର୍ମକର୍ତ୍ତା ଚିକିତ୍ସାସେବା ଯୋଗାଇ ଦେବା ସହ ।ସେମାନଙ୍କ ,ରହିବା ଓ ଖାଇବା ର ମଧ୍ୟ ସୁ ବ୍ୟବସ୍ଥା କରା ଯାଇଥିବା ରୋଗୀ ମାନଙ୍କ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୩/୫: କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ କୁମୁରିଗୁଡା ନାଳ ନିକଟରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଫୁଲବାଣୀ ଜିଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇ ଚିକିତ୍ସା କରାଯାଉଛି।ଆହତ ମାନେ ହେଲେ ଫିରିଙ୍ଗିଆ ଥାନା ରତଙ୍ଗ ପଂଚାୟତ ସେସ୍କାଯୋଡି ଗ୍ରାମର ଶଙ୍କର ଦିଗାଲ ଓ ମାଣିଯୋଡା ଗ୍ରାମର ଗୁରୁଦେବ ମଲିକ। ସୂଚନା ଅନୁଯାୟୀ ଶଙ୍କର ଓ ଗୁରୁଦେବ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିିଗୁଡ଼ା , ୧୨/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ହାତୀମୁଣ୍ଡା (ଗୁଡ୍ରିଗୁଡା) ଗ୍ରାମର ୫ ଅନାଥ ପିଲାଙ୍କୁ ଜିଲ୍ଲା ପ୍ରଶାସନ ଥଇଥାନ ବ୍ୟବସ୍ଥା କରିଛି ।ଏହି ୫ ଅନାଥ ଶିଶୁଙ୍କୁ ସଙ୍ଗେ ସଙ୍ଗେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ନିର୍ଦେଶ କ୍ରମେ ତାଜୁଙ୍ଗିଆ ଅଙ୍ଗନବାଡି ସୁପରଭାଇଜର ସ୍ୱର୍ଣ୍ଣପ୍ରଭା ପ୍ରଧାନ ସହ ସ୍ବେଚ୍ଛାସେବୀ ଅନୁଷ୍ଠାନ “ପ୍ରେମ” ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୨/୫: ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ପାଇଁ ବିଳମ୍ବରେ ହେଲେ ବି ବୁଧବାର ଜ଼ିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଳକର ପୂର୍ବତନ ଅଧ୍ୟକ୍ଷ ପ୍ରକାଶଚନ୍ଦ୍ର ପାତ୍ର, ପୂର୍ବତନ ବ୍ଳକ ଉପ ସଭାପତି ସୁବାସ ଚନ୍ଦ୍ର ପୃଷ୍ଟି, ବିଜେଡି ନେତା ସୁଧାଂଶୁ ପରା ସେଠ, ବିଶ୍ୱମ୍ବର ନାୟକ ପ୍ରମୁଖ ଚାରି ଜଣଙ୍କୁ ଦଳ ସଭାପତି ସରୋଜ କର୍ଣ୍ଣ ପଂଚାୟତ ନିର୍ବାଚନ ସମୟରେ ଦଳ ବିରୋଧୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା: ୧୦/୫:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ କାର୍ଯ୍ୟାଳୟରେ ବିଡିଓ ଅଧ୍ୟକ୍ଷାଙ୍କୁ ଅଣଦେଖା କରୁଥିବା ଅଭିଯୋଗରେ ବିଡ଼ିଓଙ୍କୁ ଘେରିଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ,ବ୍ଲକ୍ ଅଧ୍ୟକ୍ଷା ମିଶାବତୀ ମଳିକ, ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ବ୍ଲକ୍ ଉପାଧ୍ୟକ୍ଷା ନିକଜିନୀ ଦିଗାଳ ।ବାଲିଗୁଡ଼ା ବିଡ଼ିଓ ଅଧ୍ୟକ୍ଷାଙ୍କୁ ଉନ୍ନୟକ କାର‌୍ୟ୍ୟ ବିଷୟରେ ସୂଚନା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୮/୫:କନ୍ଧମାଳ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣଙ୍କ ସହଯୋଗରେ ଫୁଲବାଣୀ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରବିବାର ଅନୁଷ୍ଠିତ ହୋଇଯାଇଛି।ବୈଠକରେ ୨୦୨୨ ମୌସୁମୀ ସମୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ବନ୍ଧୀୟ ପ୍ରସ୍ତୁତିର ସମୀକ୍ଷା ସହିତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ଅଦ୍ୟାବଧି ଗ୍ରହଣ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୮/୫: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ତଳଦଣ୍ଡିକିଆ ପଂଚାୟତର ପାଦେରିପଡା ଗ୍ରାମରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗି ଚାରିବଖରା ଘର ଜଳିଯାଇଥିବା ଜଣାପଡିଛି। ଖବର ପାଇ ଫିରିଙ୍ଗିଆ ଦମକଳ ବାହିନି ପହଂଚି ନିଆଁକୁ ଆୟତ କରିଥିଲେ।ଶୁକ୍ରବାର କୈାଣଷି କାରଣରୁ ଏହି ପାଦେରିପଡା ଗ୍ରାମର ସତ୍ୟପ୍ରକାଶ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କ ଘରେ ନିଆଁ ଲାଗିଯାଇଥିଲ।। ପରେ ନିଆଁ ସତ୍ୟପ୍ରକାଶଙ୍କ ଘରକୁ ଲାଗି ରହିଥିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୪/୫: ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟବାସୀ ଏବେ ଛଟପଟ । ଘରେ ହେଉ ବା ବାହାରେ ସବୁଠି ଗରମରୁ ଟିକେ ରକ୍ଷା ପାଇବା ପାଇଁ କଲବଲ ହେଉଛନ୍ତି । ଏମିତିକି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାଳୟ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । ସେପଟେ ଗାଁ ଠୁ ସହର ସବୁଠି ଦେଖାଗଲାଣି ଜଳକଷ୍ଟ ।ଜଳାଶୟ ଗୁଡିକରୁ ପାଣି ଶୁଖିଗଲାଣି । ସେପଟେ ଟୋପେ ପିଇବା ପାଣି […]Continue Reading