Home Posts tagged reports by sanjaya kumar panigrahi (Page 38)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀବାଲିଗୁଡା,୪/୫ :କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ର ମୁଣ୍ଡିଗଡ଼ ଗ୍ରାମ ପଞ୍ଚାୟତରେ ମଙ୍ଗଳବାର ଦିନ ଏକ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି ।ନବ ନିର୍ବାଚିତ ସରପଞ୍ଚ ଶ୍ରୀମତୀ ଜମିତା ମଲ୍ଲିକଙ୍କ ପ୍ରତିନିଧିତ୍ୱରେ ପ୍ରଥମ ଗ୍ରାମସଭା ବୈଠକ ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ ମୁଣ୍ଡିଗଡ଼ ପଞ୍ଚାୟତର ବିକାଶ ନିମିତ୍ତ ସମସ୍ତ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇଛି ।ବିଶେଷ ଭାବେ ପ୍ରତି ଗାଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୪: ଏକ ଡକାୟତି ମାମଲା ର ବିଚାର କରି ମଙ୍ଗଳବାର ଦିନ ବାଲିଗୁଡା କୋର୍ଟର ସହକାରୀ ଦୌରାଜଜ ଶ୍ରୀମତୀ ଚିନ୍ମୟୀ ଜେନା ଦୋଷୀ ମାନଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ଶୁଣାଣୀ କରିଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ, ୨୦୧୯ ମସିହା ଫେବୃଆରୀ ମାସ ୬ ତାରିଖ ଦିନ ସନ୍ଧ୍ୟା ୬ ଘଣ୍ଟ ସମୟରେ ଭାରତ ଫାଇନାନ୍ସର ଋଣ ଆଦାୟ କାରୀ କର୍ମଚାରୀ ମାନେ ରାଇକିଆ ଥାନା ଅଞ୍ଚଳରୁ ପ୍ରାୟ ୬ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୪: ଦୀର୍ଘ ୨ ବର୍ଷ ପରେ କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି । ବାଲିଗୁଡ଼ା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି ।ଏଥିରେ ଜିଲ୍ଲାପାଳ ଡା. ବୃନ୍ଦା, ଡିଏସ୍ପି ଭିନୀତ ଅଗ୍ରୱାଲ୍, ଏସଡିପିଓ ଜିଆର ରେଡ୍ଡୀ , ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ,ବିଡିଓ ଜଗଦୀଶ ଷଡ଼ଙ୍ଗୀ ଓ ସିଡିପିଓ ଅନିତା ଦାସଙ୍କ ସମେତ ସମସ୍ତ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୪/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡ଼ି ବନାଞ୍ଚଳ ଅନ୍ତର୍ଗତ ଦାରିଙ୍ଗ ବାଡ଼ି ସେକ୍ସନ ଉହାମାହା ଜଙ୍ଗଲରୁ ଦାରିଙ୍ଗବାଡ଼ି ବନ ବିଭାଗ ଏକ ଟ୍ରାକ୍ଟର ସହିତ ୭୫ଖଣ୍ଡ ଶାଳ କାଠ ଗଣ୍ଡି ବୋଝେଇ ହୋଇଥିବା ଟ୍ରାକ୍ଟର କୁ ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରିଥିବା ବେଳେ ଘଟଣା ସ୍ଥଳରୁ ଟ୍ରାକ୍ଟର ଚାଳକ ଜଣକ ଫେରାର ହୋଇ ଯାଇଥିବା ଜଣା ପଡ଼ିଛି ।ଜବତ ହୋଇଥିବା ଶାଳ କାଠ ଗଣ୍ଡିର ଆନୁମାନିକ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଗ୍ରୀନବାଡ଼ି ଗ୍ରାମର ପ୍ରଭାକର ଦିଗାଲଙ୍କ ଘରେ ଶୁକ୍ରବାର ରାତିରେ କୈାଣସି ଦୁର୍ବୁତ ପଶି ସୁନା ଓ ଟଙ୍କା ଚୋରି କରି ନେଇ ଯାଇଥିବା ଅଭିଯୋଗ ହୋଇଛି।ସୁଚନା ପ୍ରକାରେ, କ୍ଟପ୍ରଭାକର ଦିଗାଲ ନିଜ ପରିବାର ସହ ସୁନାବେଡାରେ ରହୁଥିବା ପୁଅ ଘରକୁ ବୁଲିବାକୁ ଯାଇଥିଲେ । ବୁଲାବୁଲି ସାରି ସନ୍ଧ୍ୟାରେ ଘରକୁ ପହଂଚି କବାଟ ଖୋଲି ଦେଖିବା ବେଳେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୩/୪: କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ ଗଞ୍ଜୁଗୁଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଓଡ଼ିଶା ମହିଳା ଜୀବିକା ସୁରକ୍ଷା ମଞ୍ଚ କନ୍ଧମାଳର ଫୁଲବାଣୀ ଶାଖା ତରଫରୁ ବ୍ଲକ ର ନବ ନିର୍ବାଚିତ ପଞ୍ଚାୟତ ସ୍ତରୀୟ ପ୍ରତିନିଧି ମାନଙ୍କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଶାଖାର ଫୁଲବାଣୀ ଓ ଫିରିଙ୍ଗିଆ ଦାୟିତ୍ୱରେ ଥିବା ବ୍ଲକ ସଂଯୋଜିକା ଭାରତୀ ରାଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ ହୋଇଯାଇଛି । ତାଙ୍କର ଦେହାନ୍ତ ବେଳକୁ ୮୪ ବର୍ଷ ହୋଇଥିଲା ।ନିଜ ବାସ ଭବନ ସଲାଗୁଡା ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ସେ ଶିକ୍ଷକ ରୁ ଅବସର ଗ୍ରହଣ କରିବା ପରେ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡା ବିଧାୟକ ଭାବେ କାର୍ଯ୍ୟ କରିଥିଲେ । ସେ ଦୀର୍ଘ ଦିନ ଧରି ଶଯ୍ୟାରେ ପଡି ରହି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୂଜାରୀ ସାହିରେ ପ୍ରଫୁଲ ଦାଶ ଙ୍କ ଘରେ ଭଡା ରହୁଥିବା ଜଣେ ଶିକ୍ଷକ ଘରେ ସଟ୍ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ ହୋଇଯାଇଛି ।ଭଡାରେ ରହୁଥିବା ଶିକ୍ଷକ ଜଣକ ଅନୁପସ୍ଥିତ ଥିବା ଯୋଗୁଁ ଘର ତାଲା ଝୁଲୁ ଥିଲା । ଘର ଭିତରୁ ଧୂଆଁ ବାହାରୁ ଥିବା ବିଷୟ ଆଖପାଖ ସାହି ବାସିନ୍ଦା,ଓ ନିକଟରେ ଥିବା ସିଆରପିଏଫ୍ ବାଟାଲିୟନ ଦେଖିବା ପରେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୧/୪: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଧିନ ଆର. ନୂଆଗାଁ ଗରାକୁମ୍ପା ପ୍ରାଥମିକ ବିଦ୍ୟାଳୟ ନିକଟରେ ଏକ ବାଇକ୍ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି ।ମୃତ ଜଣକ ହେଲେ ବୌଦ୍ଧ ଜିଲ୍ଲା ଚାରିଛକ ଥାନା ଆଡ଼େନିଗଡ଼ ଗ୍ରାମର ବସନ୍ତ ମୁଖି (୩୫) । ବସନ୍ତ ନିଜ ମାମୁ ଘର ଆର.ନୂଆଗାଁ ରେ ରହୁଥିବା ବେଳେ କୌଣସି କାମରେ ରାତି ୮ଟା ବେଳେ ଆର୍ ନୂଆଁଗାଁ ଠାରୁ ଲାଇନପଡ଼ା ଯାଇଥିବା ବେଳେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୦/୪:କନ୍ଧମାଳ ଜିଲ୍ଲାରେ ଫୁଲବାଣୀ ଆଇଟିଡିଏ ରାଜ୍ୟରେ ଥିବା ୨୨ଗୋଟି ଆଇଟିଡିଏ ମଧ୍ୟରେ ଫୁଲବାଣୀ ଆଇଟିଡିଏ ହାସଲ କରିଛି ପ୍ରଥମ ସ୍ଥାନ । ଚଳିତବର୍ଷ ଜିଲ୍ଲା ପାଇଁ ଆଣିଦେଇଛି ଗୌରବ । ଫୁଲବାଣୀ, ଖଜୁରୀପଡ଼ା ଓ ଫିରିଙ୍ଗିଆ ବ୍ଲକକୁ ନେଇ ଫୁଲବାଣୀ ଆଇଟିଡିଏ ଗଠିତ ।ଏହି ୩ଟି ବ୍ଳକର ଆଦିବାସୀ ମାନଙ୍କ ଜିବନ ଜୀବିକା ରେ ଉନ୍ନତି ଆଣିବା ସହ ସେମାନଙ୍କ ଜୀବନଶୈଳୀରେ ଯଥେଷ୍ଟ ପରିବର୍ତ୍ତନ ଆଣିପାରିଛି ।ବିଭିନ୍ନ Continue Reading