ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୮/୪: ଦୀର୍ଘ ଦୁଇ ବର୍ଷ ପରେ ସୋମବାର ଦିନ ଖୋଲିଛି କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ । ଯାହାକୁ ନେଇ ଜିଲ୍ଲାବାସୀ ଖୁସି ବ୍ୟକ୍ତ କରିଛନ୍ତି ।ସେହିପରି ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଏଥିରେ ଜିଲ୍ଲାପାଳ ଡା ବୃନ୍ଦା ଡି, ଏସ୍ପି ଭିନୀତ ଅଗ୍ରଓ୍ୱାଲ୍, ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ, ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱରଞ୍ଜନ ନାୟକ, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୭/୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ.ସୁବାସ ସରକାର, ଦିନିକିଆ କନ୍ଧମାଳ ଗସ୍ତରେ ଆସିଛନ୍ତି । କେନ୍ଦ୍ରମନ୍ତ୍ରୀ ସରକାର ପଶ୍ଚିମବଙ୍ଗ ରୁ ଟ୍ରେନ ଯୋଗେ ଭୁବନେଶ୍ୱର ଆସି ସେଠାରୁ କାର ଯୋଗେ ସିଧାସଳଖ କନ୍ଧମାଳ ଜିଲା ଗସ୍ତରେ ଆସି ଦିନ ଦଶଟା ସମୟରେ ସର୍କିଟ ହାଉସ ଠାରେ ପହଞ୍ଚିଥିଲେ ।ସେଠାରେ ବିଜେପି ଓ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛସ୍ଵୀତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ବିଜେପି ପକ୍ଷରୁ ବିଜେପି ନେତା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୪:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ବୁଡାଗୁଡା ରୁ ବାଲିଗୁଡ଼ାକୁ ଆସୁଥିବା ଏକ ମହୁଲ ବୋଝେଇ ଟାଟା ୪୦୭ ଗାଡି ନଂ.ଓଆର-୧୨-୨୫୮୬ କୁ ବାଦକେତା ଠାରେ ଅଟକାଇ ତନଖି କରିବା ସମୟରେ ଗାଡ଼ିରେ ମୋଟ ୫୨ ବସ୍ତା ମହୁଲ ଥିଲା, ଯାହାର ଓଜନ ୧୫ କୁଇଣ୍ଟାଲ ୬୦ କେଜି ହେବ ବୋଲି ଜଣାପଡିଛି ।ଗାଡି ସହିତ ମହୁଲ ଜବତ କରିବା ସହ ଡ୍ରାଇଭର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୪: ବଳଦ ଖୋଜିବାକୁ ଯାଇ ବରାହ ଆକ୍ରମଣର ଶିକାର ହେଲେ ଯୁବକ । ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲାର ଉପାନ୍ତ ଅଞ୍ଚଳ କୋଟଗଡ଼ ବ୍ଲକ୍ ଅନ୍ତର୍ଗତ ରଢ଼ା ଗ୍ରାମରେ ।ସୂଚନା ପ୍ରକାରେ ରଢ଼ା ଗ୍ରାମର ବିକ୍ରମ ସୁକାମାଝୀ ନାମକ ୨୮ ବର୍ଷୀୟ ଯୁବକଙ୍କ ବଳଦ ଜଙ୍ଗଲକୁ ଚରିବାକୁ ଯାଇଥିଲେ । ବଳଦ ଫେରିବାରେ ବିଳମ୍ବ ହେବାରୁ ଖୋଜିବାକୁ ନିକଟସ୍ଥ ଜବା ଜଙ୍ଗଲକୁ ଯାଇଥିଲେ ବିକ୍ରମ ।ବଳଦ ଖୋଜି ଫେରିବା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୫/୪: କନ୍ଧମାଳ ଜିଲ୍ଲା ଫୁଲବାଣୀ ର ପ୍ରସିଦ୍ଧ ମା ନାରାୟଣୀ ଙ୍କ ଯାତ୍ରା ପାଇଁ ପବିତ୍ର ପଣା ସଂକ୍ରାନ୍ତି ଅବସରରେ ଯାତ୍ରାପଡିଆ ଠାରେ ଶୁଭ ଖୁଣ୍ଟି ପ୍ରତିଷ୍ଠା କରାଯାଇଛି ।କମିଟି ସଦସ୍ୟ ଓ ଭକ୍ତ ମାନେ ମିଶି ଫୁଲବାଣୀ ସହରର ର ଏଫ୍.ସି.ଆଇ ନିକଟରୁ ଜଣେ ଭକ୍ତ ଙ୍କ ବାଡି ରଥିବା ବାଉଁଶ କୁ ପୂଜା ଅର୍ଚନା କରିବା ପରେ ଉକ୍ତ ବାଉଁଶ କୁ କଟାଯାଇ ଅଣା ଯିବାପରେ ଯାତ୍ରା ପଡିଆ ଠାରେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୫/୪: ଅଗ୍ନୀକୁ ସାକ୍ଷୀ ରଖି ବିବାହ କରିଥଲେ । ଆଉ ସୁଖଦୁଃଖରେ ସାଥୀ ହୋଇ ରହିବାକୁ କଥା ଦେଇଥିଲେ ସ୍ୱାମୀ । ହେଲେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ, ଯୁକ୍ତିତର୍କ ହୋଇଥିଲା । ଏଥିରେ ହଠାତ ଉତ୍ୟକ୍ତ ହୋଇ ନିଷ୍ଠୁର ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଏଭଳି ଏକ ଅଭାବନୀୟ ଘଟଣା କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା କାଶିନୀପଦର ଗାଁରେ ଦେଖିବାକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶାଳବଣ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ବନବାସୀ ସେବା ସମିତି ସଭାଗୃହରେ ମହାବିଷୁବ ସାରସ୍ୱତ ସମ୍ମିଳନୀ ଆୟୋଜିତ ହୋଇ ଯାଇଛି । ସଭା ପ୍ରାରମ୍ଭରେ ଶାଳବଣ ସାହିତ୍ୟ ପରିଷଦର ବରିଷ୍ଠ ସଦସ୍ୟ ସିମାଞ୍ଚଳ ମହାରଣାଙ୍କ ମୃତ୍ୟୁରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ଉକ୍ତ ଉତ୍ସବରେ ସଭାପତି ଡ଼ଃ.ମଧୁସୂଦନ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୪: ଦୃଷ୍ଟିହୀନ ପିଲାଙ୍କ ପାଇଁ କ୍ରିକେଟ ସଂଘ ଓଡିଶା (ସିଏଭିଆଇ) ଓ ବାଲିଗୁଡା ବନବାସୀ ସେବା ସମିତି ଙ୍କ ମିଳିତ ସହଯୋଗ ରେ ରେଡକ୍ରସ ଦୃଷ୍ଟିହୀନ ବିଦ୍ୟାଳୟ ପରିସରରେ, ଦୃଷ୍ଟିବାଧିତ ଛାତ୍ରୀ ମାନଙ୍କ ନିମନ୍ତେ ଏକ ପାଞ୍ଚ ଦିନିଆ ତାମିଲ ଶିବିର ଉଦଘାଟିତ ହୋଇଯାଇଛି ।ଉକ୍ତ ଉଦଘାଟନ ଉତ୍ସବରେ କ୍ରିକେଟ ସଂଘ ଓଡିଶା (ସିଏଭିଆଇ) ର ସଭାପତି ମହମ୍ମଦ ଦ୍ରାଫର ଇକବଲ ଓ ତାଙ୍କର ଅନ୍ୟ ଚାରିଜଣ ସହଯୋଗୀ ମାନେ ଏହି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ସବଡିଭିଜନ ଦାରିଙ୍ଗବାଡ଼ି ସେକ୍ସନ ସିମନବାଡ଼ି ଫିଡର ବୁଡ଼ାଗୁଡା ଗ୍ରାମରେ ଲାଗିଥିବା ୧୦୦ କେଭି ବିଦ୍ୟୁତ ଟ୍ରାନ୍ସଫର୍ମର ତଳେ ସୋମବାର ସନ୍ଧ୍ୟା ସମୟରେ ଜଣେ ଯୁବକ ମଦ୍ୟପାନ କରି ଶୋଇଥିବା ଦେଖିବାକୁ ମିଳିଥିଲା କ୍ଷ ଭାଗ୍ୟ ବଶତଃ କାଳ ବୈଶାଖୀ ମେଘ ପବନ କାରଣରୁ ବିଦ୍ୟୁତ କଟିଯାଇଥିଲା ।ସେହିରାସ୍ତା ଦେଇ କିଛି ଲୋକ ଯାତାୟାତ କରୁଥିବା ବେଳେ ହଠାତ ଉକ୍ତ ଯୁବକକୁ ଦେଖିଥିଲେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା,୧୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୦୧ ତାରିଖ ଠାରୁ୧୩ ତାରିଖ ପର୍ଯ୍ୟନ୍ତ ମା\’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ବନ୍ଦ ହୋଇ ରହିଥିଲା ।ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ବର୍ଷ ପୂର୍ତ୍ତି ଅବସରରେ ୩୩ ତମ ବାର୍ଷିକ ଅଷ୍ଟଦଣ୍ଡ ମିଳନ ସମାରୋହ Continue Reading