Home Posts tagged reports by sanjaya kumar panigrahi (Page 40)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୮/୪ :ରାଜ୍ୟରେ ସାମ୍ବାଦିକ ମାନଙ୍କ ଉପରେ ପୋଲିସର ମାତ୍ରାଧିକ ଅତ୍ୟାଚାର ବଢି ବଢି ଚାଲିଛି।ପ୍ରତିବାଦ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ।ନୀଳଗିରି ସାମ୍ବାଦିକ ଲୋକନାଥ ଦଳେଇଙ୍କ ପ୍ରତି ପୋଲିସର ଜଘନ୍ୟ ଅତ୍ୟାଚାରର ପ୍ରତିବାଦରେ କନ୍ଧମାଳ ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସ ଙ୍କ ନେତୃତ୍ୱରେ ଜିଲ୍ଲାପାଳ ଅନୁପସ୍ଥିତ ଥିବା ଯୋଗୁଁ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୮/୪:କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳ ର ସାଧାରଣ ସମ୍ପାଦକ ପ୍ରଦୀପ ମୁନି ଙ୍କୁ ଦଳ ରୁ ବହିଷ୍କାର କରାଯାଇଛି, କାରଣ ପୌର ନିର୍ବାଚନ ରେ ନିଜ ସ୍ତ୍ରୀ ପାଇଁ ଚେୟାରମ୍ୟାନ ଟିକଟ ଲବି ରେ ଥିଲେ ।ତାଙ୍କୁ ଦଳ ଟିକେଟ ନ ମିଳିବାରୁ ଦଳ ଭିତରେ ଥାଇ ଅନ୍ୟ ଦଳ କୁ ଭୋଟ ଦେବା ପାଇଁ ଏକ ଷଡଯନ୍ତ୍ର କରିଥିଲେ, ଯାହାକି ସବୁ ସତ ଘଟଣା ଟି ଲୋକ ଲୋଚନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୪:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିର ଉପାଧ୍ୟକ୍ଷା ଭାବେ ବିଜୁ ଜନତା ଦଳରୁ ପ୍ରାର୍ଥିନୀ ହୋଇଥିବା ଶାନ୍ତି ନାୟକ ନିର୍ଦ୍ୱନ୍ଦରେ ବିଜୟୀ ହୋଇଛନ୍ତି । ଶାନ୍ତିଙ୍କ ପ୍ରସ୍ତାବକ ଭାବେ ବିଭୂତି ଭୂଷଣ ଲହରିଆ ଥିବା ବେଳେ ପଦ୍ମାଳୟା ନାୟକ ସମର୍ଥକ ଭାବେ ଥିଲେ । ଶାନ୍ତି ନାୟକ ବିଜେଡି ବାଲିଗୁଡା ୫ ନଂ.କାଉନସିଲର ଭାବେ ନିର୍ବାଚିତ ହୋଇଥିଲେ ।ବିଜୟୀ ହେବା ପରେ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ, ମନ୍ତ୍ରୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୭/୪ : ଖରାଦିନ ଆରମ୍ଭରୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ଜଳ ସଙ୍କଟ ଦେଖା ଦେଲାଣୀ । ଅନ୍ୟପଟେ ବର୍ତ୍ତମାନ ସମୟରେ କନ୍ଧମାଳର ପ୍ରସିଦ୍ଧ ଦଣ୍ଡଯାତ୍ରା ଚାଲିଛି । ଜିଲ୍ଲାର ବାଲିଗୁଡ଼ା ସହରରେ ପଞ୍ଚୁ ଦଣ୍ଡ ପରିଚାଳନା ସମିତି ଆନୁକୁଲ୍ୟରେ ଆସନ୍ତା ୧୦ ତାରିଖରେ ୩୩ ତମ ଅଷ୍ଟଶମ୍ଭୁ ସମାରୋହ ଅନୁଷ୍ଠିତ ହେବାକୁ ଯାଉଛି ।ଏଭଳି ସ୍ଥିତିରେ ବାଲିଗୁଡ଼ା ସହରର ବସଷ୍ଟାଣ୍ଡ ନିକଟରେ ବହୁ ପୁରାତନ ଦୁଇଟି ପୋଖରୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା,୭/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ରାଇକିଆଠାରୁ ବାଡାବାଙ୍ଗା ମଧ୍ୟରେ ବଡ଼ବଡ଼ ଗଛ ଭାଙ୍ଗିବା ସହ ଗଛ ପଡ଼ି ଅନେକ ବିଦ୍ୟୁତାର ଛିଣ୍ଡିଥିବା ଦେଖିବାକୁ ମିଳିଛି।ସେହିପରି ଉକ୍ତ ବ୍ଲକ ସମେତ ପଡ଼ୋଶୀ ରାଇକିଆ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ କୁଆପଥର ଏବଂ ପ୍ରଚଣ୍ଡ ବିଜୁଳି ସହ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରରେ ପ୍ରଧାନ ଶିକ୍ଷକ ଭାବେ ସୁରେଶ ଚନ୍ଦ୍ର ପଲେଇ କାର୍ଯ୍ୟରତ ଥିଲେ । ସେ ମାର୍ଚ୍ଚ ତାରିଖ ଦିନ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ଦିନର ଚାକିରୀ କାଳ ଜୀବନ ମଧ୍ୟରେ ସମସ୍ତ ଛାତ୍ର ଛାତ୍ରୀ, ଅଭିଭାବକ ତଥା ସହକର୍ମୀ ମାନଙ୍କ ନିକଟରେ ପ୍ରିୟଭାଜନ ହୋଇ ଉଚ୍ଚ ପ୍ରଶଂସିତ ହୋଇଛନ୍ତି । ଶ୍ରୀ ପଲେଇ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୪:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ୫ ନମ୍ବର ୱାର୍ଡ ନୂଆସାହି ର ସୁନାଦଡ଼ି ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଥିବା ଜଣାପଡିଛି । ଯୁବକ ଜଣେ ହେଲେ ନୟାଗଡ଼ ନିକଟସ୍ଥ ମାଙ୍କପାଲି ଶିମିଳିସାହିର ବିକ୍ରମ କୁମାର ମହାନ୍ତି, ପିତା ଜଗନାଥ ମହାନ୍ତି ବୋଲି ଜଣାପଡ଼ିଛି ।ସୁନାଦଡ଼ି ସାହି ର ଲୋକ କହିବା ଅନୁସାରେ ରାଇକିଆର ଗୋଟିଏ ମହିଳାଙ୍କୁ ବିବାହ କରିଥିଲେ । ସେହି ମହିଳା ଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୩: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୦୧ ତାରିଖ ଠାରୁ୧୩ ତାରିଖ ପର୍ଯ୍ୟନ୍ତ ମା କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ବନ୍ଦ ହୋଇ ରହିଥିଲା ।ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ବର୍ଷ ପୂର୍ତ୍ତି ଅବସରରେ ୩୩ ତମ ବାର୍ଷିକ ଅଷ୍ଟଦଣ୍ଡ ମିଳନ ସମାରୋହ ଏପ୍ରିଲ ୧୦ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୩:କନ୍ଧମାଳ ଜିଲ୍ଲା ଚାଇଲ୍ଡଲାଇନ ତରଫରୁ ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିର ସଭାଗୃହଠାରେ ଏକ ଖବର ଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚାଇଲ୍ଡଲାଇନର କନ୍ଧମାଳ ଜିଲ୍ଲା ନିର୍ଦେଶକ ରବୀନ୍ଦ୍ର କୁମାର ପଣ୍ଡା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା, ସମ୍ମାନିତ ଅଥିତି ଭାବେ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା ସଭାପତି ସନ୍ତୋଷ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୯/୩: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପାଞ୍ଚୟତ କିଆମୁଣ୍ଡା ନିକଟରେ ଲ୍ୟାଣ୍ଡ ମାଇଣ୍ଡ୍ ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ସାଡିଙ୍ଗିଆ ପାଞ୍ଚୟତ ବାନ୍ଦାଦଣୀ ଗାଁର ଇନ୍ଦ୍ରଜିତ କହଁର। ପୁଲିସ ସୂଚନା ଅନୁଯାୟୀ, ସୋମବାର ସକାଳ ପ୍ରାୟ ୧୦ଟା ବେଳେ ଏହି ଘଟଣା ଘଟିଥିବା ଜଣାପଡ଼ିଛି।ଇନ୍ଦ୍ରଜିତ୍ ତାଙ୍କର ଅନ୍ୟଜଣେ ସମ୍ପର୍କୀୟଙ୍କ ସହ ଏକ ବାଇକରେ କଟାପଙ୍ଗାରୁ ନିଜ Continue Reading