Home Posts tagged reports by sanjaya kumar panigrahi (Page 41)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୯/୩:କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ବଧିର ସ୍ୱତନ୍ତ୍ର ବିଦ୍ୟାଳୟର ୨ଜଣ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସର ମଧ୍ୟରେ ଆୟୋଜନ କରାଯାଇଥିଲା ।ଅଜୟ କୁମାର ବେହେରା ଓ ଭରତ ଚନ୍ଦ୍ର ସାହୁ ସହକାରୀ ଶିକ୍ଷକ ଭାବେ ବନବାସୀ ବଧିର ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତି କରଣ ବିଭାଗୀୟ ଦ୍ୱାରା ଅନୁମୋଦିତ ହୋଇ କାର୍ଯ୍ୟ କରୁଥିଲେ କ୍ଷ ୬୦ ବର୍ଷ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୯/୩: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସର୍ବୋଦୟ ନେତା ତଥା ବନବାସୀ ସେବା ସମିତି ର ପ୍ରାଣ ପ୍ରତିଷ୍ଠାତା ବିଶ୍ଵନାଥ ପଟ୍ଟନାୟକଙ୍କ ଦ୍ଵାଦଶ ଶ୍ରାଦ୍ଧବାର୍ଷିକୀ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସ୍ଵାଗତ ସମ୍ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ।ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ ଉତ୍ସବରେମୁଖ୍ୟ ଅତିଥି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୩ : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ବାଲିଗୁଡା ସ୍ଥିତ ବନବାସି ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ୱନାଥ ପଟ୍ଟନାୟକ(ଆଜ୍ଞା)ଙ୍କ ଦ୍ୱାଦଶତମ ଶ୍ରାଦ୍ଧ ବାର୍ଷିକ ପାଳନ ନିମନ୍ତେ ଅନୁଷ୍ଠାନ କର୍ମୀଙ୍କ ମଧ୍ୟରେ ଏକ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ବିଗତ ଦୁଇ ବର୍ଷ ଧରି କରୋନାର ଭୟାଭୟତା ଯୋଗୁଁ ଏହି ସ୍ମୃତିଚାରଣ ସଭା କୋଭିଡ କଟକଣା ମଧ୍ୟରେ ଵିଧି ପୂର୍ବକ ପାଳନ ହୋଇଥିଲା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୩ :କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ଆଗାମୀ ୨୦୨୨-୨୩ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ସଭାପତି ଭାବେ ଟି.ହରିଶ୍ଚନ୍ଦ୍ର ରାଓ, ଉପସଭାପତି ଭାବେ ଅନିଲ କୁମାର ଦାସ, ସମ୍ପାଦକ ଭାବେ କ୍ଷମା ସାଗର ପ୍ରଧାନ, ସହ ସମ୍ପାଦକ ଭାବେ ଚିତ୍ତରଞ୍ଜନ ନାୟକ, କୋଷାଧ୍ୟକ୍ଷ ଭାବେ ଶିରୀଶ କୁମାର ପ୍ରଧାନ, ପାଠାଗାର ସମ୍ପାଦକ ଭାବେ ରମାକାନ୍ତ ସାହୁ ନିର୍ବାଚିତ ହୋଇଥିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୬/୩ : ପୌର ନିର୍ବାଚନ ରେ ପୁଣି ବିଜେଡ଼ିର ବାଜିମାତ୍ । ମାଟି କାମୁଡ଼ିଲେ ଦୁଇ ଜାତୀୟ ଦଳ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡ଼ି କରିଛି ବିପୁଳ ବିଜୟ । ବ୍ଲକ୍ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ବାଲିଗୁଡ଼ା ବିଜେଡ଼ି ଅଧ୍ୟକ୍ଷ ପ୍ରାର୍ଥୀ ୫୯୯୧ ଭୋଟରେ ବିଜୟ ଲାଭ କରିଥିବା ବେଳେ ୧୧ଟି ଓ୍ବାର୍ଡ ଦଖଲ କରିଛି ।ବ୍ଲକ୍ ସଭାପତି ଟୁନା ଦାସ ଓ ବିଧାୟକ ଚକ୍ରମଣି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୫/୩: ଶନିବାର ହେବ ପୌର ଓ ଏନଏସି ର ଭୋଟ ଗଣତି କ୍ଷ ଫଳରେ ନିର୍ବାଚନ ରଣାଙ୍ଗନରେ ଓଲ୍ହାଇଥିବା ପ୍ରାର୍ଥୀ ଓ ସମର୍ଥକ ମାନେ ଆଶା ଓ ଆଶଙ୍କାରେ ଅଛନ୍ତି ।ଫୁଲବାଣୀ ମୁନିସିପାଲିଟି ଓ ବାଲିଗୁଡ଼ା ଏବଂ ଜି. ଉଦୟଗିରି ର ଅଧ୍ୟକ୍ଷ ପଦବୀ ଜିତିବେ ବୋଲି ବିଜେଡି, ବିଜେପି ଓ କଂଗ୍ରେସ ଦଳର ନେତାମାନେ ଦାବୀ କରୁଥିବା ବେଳେ କିଏ ବାଜି ମାରିବ ତାହା ଶନିବାର ଭୋଟ ଗଣତି ପରେ ସ୍ପଷ୍ଟ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୫/୩: କନ୍ଧମାଳ ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ବିଜୁ ଜନତା ଦଳର ସାଧବାଣି ନାୟକ ନିର୍ବାଚିତ ହୋଇଛନ୍ତି। ଏହାପୂର୍ବରୁ ସାଧବାଣୀ ଟିକାବାଲି ବ୍ଲକ ଗଦଗୁଡା ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇ ସ୍ଥାନୀୟ ଅଞ୍ଚଳର ବହୁ ଉନ୍ନତି ମୂଳକ କରିଛନ୍ତି ।ଏଵେ ସେ ଟିକାବାଲି ୨ ନମ୍ବର ଜୋନରୁ ଜିଲ୍ଲାପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଛନ୍ତି କ୍ଷ ତାଙ୍କ ଯୋଗ୍ୟତା, କାର‌୍ୟ୍ୟଦକ୍ଷତା, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୨/୩: କନ୍ଧମାଳ ଜିଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଗାଡିକୁ କୌଣସି ଦୁର୍ବୁତ୍ତ ଗତ ରାତିରେ ଭାଙ୍ଗିଥିବା ଜଣାପଡିଛି । ପ୍ରକାଶ ଯେ, ଶ୍ରୀ ତ୍ରିପାଠୀ କନ୍ଧମାଳ ଜିଲା ଫୁଲବାଣୀରେ ପୌରପରିଷଦ ପ୍ରଚାର କରି ରାତିରେ ୬ନଂ. ୱାର୍ଡରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭଗବାନ ମହାନ୍ତିଙ୍କ ଘରେ ରାତ୍ରିଯାପନ କରିଥିଲେ। ତାଙ୍କ ମାରୁତି ୱାଗନର ଗାଡିଟି ଘର Continue Reading
Top Stories
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୨/୩: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସସ୍ପେଣ୍ଡ ହେଲେ କନ୍ଧମାଳ ଜିଲ୍ଲା ଫୁଲବାଣୀ ମ୍ୟୁନିସିପାଲର ୱାର୍ଡ ନ -୦୩ର ପୂର୍ବତନ କାଉନସିଲର ଭାଗବତ ବେହେରା ଏବଂ ୧୦ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରା ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଛନ୍ତି ।ଦଳ ବିରୋଧୀ କାର୍ଯ୍ୟ କରିଥିବା ମହଙ୍ଗା ପଡ଼ିଛି । ଏନେଇ କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଶ୍ରୀ ସରୋଜ କର୍ଣ୍ଣ ତାଙ୍କୁ ଦଳରୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୦/୩: କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଛୁରା ମାଡ଼ରେ ତିନି ଜଣ ଗୁରୁତର ହୋଇପଡ଼ିଛନ୍ତି । ଫଳରେ ସେମାନଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ପ୍ରକାଶ ଯେ, ୩ ଜଣକ ଭିତରେ ନିର୍ବାଚନକୁ ନେଇ ପ୍ରଥମେ ଯୁକ୍ତିତର୍କ ଓ ପରେ ପାଟିତୁଣ୍ଡ ହୋଇଥିଲା । ଯୁକ୍ତିତର୍କ ଅଧିକ ବଢ଼ିବାରୁ ସେମାନଙ୍କ ମଧ୍ୟରେ ମାରପିଟ ହୋଇଥିଲା । ଶେଷରେ Continue Reading