
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧/୧୧: ସରକାରୀ ଅର୍ଥ ହଡପ ଅଭିଯୋଗରେ ବୌଦ୍ଧ ଜିଲ୍ଲାର ତତ୍କାଳୀନ ମାର୍କଫେଡ ଏରିଆ ମ୍ୟାନେଜର ଭୂବନ ମୋହନ ଦାଶଙ୍କୁ ଫୁଲବାଣୀ ଭିଜିଲାନ୍ସ ଅଦାଲତ ତିନି ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି।ଜରିମାନା ଅନାଦେୟ ଦୋଷୀଙ୍କୁ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସୂଚନା ଅନୁଯାୟୀ, ଅଭିଯୁକ୍ତ Continue Reading