
ରାଉରକେଲା , ୨୨/୧୨ : ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକ ଆହତ ହୋଇଛନ୍ତି। ଘଟଣା ଘଟିଛି ରାଉରକେଲା ସେକ୍ଟର ୩ ଥାନା ଅଞ୍ଚଳରେ। ଯୁବକଙ୍କ ପିଠିରେ ଗୁଳି ବାଜିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଆଇଜିଏଚ୍ରେ ଭର୍ତ୍ତି କରାଯାଇଛି। ହେଲେ ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ କୁମାର ସାହୁ।ସଲିଳ ଜଣକ ରାଉରକେଲାର ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ। ସେ ମାରାଥନ ଆୟୋଜନ କରିଥିଲେ। ଆଜି ସକାଳେ ମାରାଥନ କାର୍ୟ୍ୟକ୍ରମ ଚାଲିଥିବା Continue Reading