
ପୁରୀ,୧/୧୧: ଆସନ୍ତାକାଲି ଅଁଳା ନବମୀ। ଦୁଇ ବର୍ଷ ପରେ ରାଧାପାଦ ଦର୍ଶନ କରିପାରିବେ ଭକ୍ତ। କରୋନା କଟକଣା ହଟିଥିବାରୁ ସାକ୍ଷୀଗୋପାଳରେ ଅଁଳା ନବମୀରେ ଭକ୍ତଙ୍କୁ ରାଧାପାଦ ଦର୍ଶନ କରିବାକୁ ଅନୁମତି ମିଳିଛି। ହେଲେ ରାଧା ପାଦ ସ୍ପର୍ଶ ନେଇ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିନାହିଁ।। ଏନେଇ ପୁରୀ ଏସ୍ପି ସୂଚନା ଦେଇଛନ୍ତି।ଭକ୍ତମାନେ ଲାଇନରେ ଆସି ଶାନ୍ତିଶୃଙ୍ଖଳାରେ ଠାକୁରଙ୍କୁ ଦର୍ଶନ କରିବେ। ସିଂହ ଦ୍ୱାରା ଦେଇ ଭକ୍ତମାନେ ପ୍ରବେଶ କରି ଠାକରଙ୍କୁ ଦର୍ଶନ କରିବେ। Continue Reading