Home Posts tagged saluga pradhan is new deputy speaker
Odisha News
ଭୁବନେଶ୍ୱର,୨୧/୧୧ : ବିଧାନସଭାର ଉପବାଚସ୍ପତି ହେଲେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ । ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।ସାଲୁଗାଙ୍କୁ ସର୍ବସମ୍ମତି କ୍ରମେ ଉପବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଗୃହ କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ ନିମନ୍ତେ ଉପବାଚସ୍ପତିଙ୍କୁ ସହଯୋଗ କରିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ Continue Reading
Seo wordpress plugin by www.seowizard.org.