
ସମ୍ବଲପୁର,୧/୩ : ମାର୍ଚ୍ଚ ୧ରୁ ସମଗ୍ର ରାଜ୍ୟରେ ରାଶନକାର୍ଡ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଠିକ୍ ଭାବେ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରାଯିବ ବୋଲି ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।ଶୁକ୍ରବାର ସମ୍ବଲପୁର ସର୍କିଟ୍ ହାଉସ୍ରେ ଜିଲାସ୍ତରୀୟ ପ୍ରଶାସନିକ ସମୀକ୍ଷା ବୈଠକ ପରେ ଅପରାହ୍ନରେ ଖବରଦାତାଙ୍କୁ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେ Continue Reading