ସମ୍ବଲପୁର, ୧୫/୩: ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଥିବା ଜଣାଯାଇଛି। ତାଙ୍କ ପିଏସଓ ବି ଆହତ ହୋଇଛନ୍ତି।ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ରେଢ଼ାଖୋଲ ନିକଟ ଲୁହାପଙ୍କ ନିକଟରେ ଏକ ଗ୍ୟାସ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା। ଏହି ସମୟରେ ଏକ ଆମ୍ବୁଲାନ୍ସ ଆସୁଥିଲା। ସେହି ଗାଡ଼ି ଚାଳକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଉଦ୍ଧାର କରି ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନାକୁ ନେଇଥିଲେ। ତାପରେ ବିଜେଡି Continue Reading
ସମ୍ବଲପୁର, ୧/୩: ସ୍ଵାଧୀନତାର ୭୬ ବର୍ଷ ପରେ ବି ଗାଁକୁ ରାସ୍ତା ଖଣ୍ଡିଏ ନାହିଁ। କେହି ଅସୁସ୍ଥ ହେଲେ ଗାଁ ଭିତରକୁ ଆମ୍ବୁଲାନ୍ସ ବି ପଶିପାରୁନି। ଫଳରେ ରୋଗୀଙ୍କୁ ବୋହି ସମ୍ପର୍କୀୟ ଓ ଆମ୍ବୁଲାନ୍ସ କର୍ମଚାରୀ ଅଗମ୍ୟ ରାସ୍ତାରେ ଆସିବା ପରେ ଆମ୍ବୁଲାନ୍ସ ନିକଟରେ ପହଞ୍ଚୁଛନ୍ତି।ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଯୁଯୁମୁରା ପଞ୍ଚାୟତ ମହାଜନନାଲିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସୁଲୁଗା ଲୁଗୁନଙ୍କ ପତ୍ନୀ ସଞ୍ଜିତା ଲୁଗୁନ (୩୦) ହଠାତ୍ ଅସୁସ୍ଥ Continue Reading
ବୁର୍ଲା, ୨୯/୨ : ବିଶୃଙ୍ଖଳିତ ଆଚରଣ ପାଇଁ ଚାକିରିରୁ ବହିଷ୍କୃତ ହେଲେ ବୁର୍ଲା ଭିସୁଟର ସହକାରୀ ଅଧ୍ୟାପକ । ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ବିଭାଗର ସହକାରୀ ଅଧ୍ୟାପକ ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ବାହାରର ରାସ୍ତା ଦେଖାଇଛନ୍ତି ଭିସୁଟ କର୍ତ୍ତୃପକ୍ଷ ।ବିଶ୍ୱବିଦ୍ୟାଳୟର ବୋର୍ଡ ମ୍ୟାନେଜମେଣ୍ଟ ବୈଠକ ପରେ ଏହି ପଦକ୍ଷପ ଗ୍ରହଣ କରାଯାଇଛି।ସହକାରୀ ଅଧ୍ୟାପକ ଶିବ ପ୍ରସାଦ ପାଣିଗ୍ରାହୀ ସୋଶାଲ ମିଡିଆରେ ଭିସୁଟ କର୍ତ୍ତୃପକ୍ଷଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ Continue Reading
ସମ୍ବଲପୁର, ୨୮/୨ : ରାଜ୍ୟରେ ତେଜୁଛି NACଦାବି ନିଆଁ । ବିଭିନ୍ନ ସ୍ଥାନରେ NAC ମାନ୍ୟତା ନେଇ ଦାବି ଉଠିଛି।ଏନେଇ ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି। ଏହି କ୍ରମରେ ସମ୍ବଲପୁର ଜିଲ୍ଲା ବାମରାକୁ ଏନଏସି ଘୋଷଣା ଦାବିରେ ବନ୍ଦ ପାଳନ କରାଯାଇଛି। ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲେ ମଧ୍ୟ ଏନଏସି ଘୋଷଣା କରା ନଯିବାକୁ ନେଇ ସ୍ଥାନାୟ ଲୋକେ କ୍ଷୋଭ ପ୍ରକାଶ କରିଛନ୍ତି।ରାଜ୍ୟ ସରକାରଙ୍କ ୩୫ ନୂଆ NAC ଘୋଷଣା ଘୋଷଣା କରିଥିବା […]Continue Reading
ସମ୍ବଲପୁର, ୨୭/୨: ସମ୍ବଲପୁର ସଦର ଥାନା ଘେନୁପାଲି ଗାଁରେ ବୃଦ୍ଧ ବାପକୁ ହତ୍ୟା କଲା ସୈତାନ ପୁଅ।ବାପାକୁ ହତ୍ୟା କରି ଫେରାର ମାରିଲା ପୁଅ। ବାପକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ମାରିଥିଲା। ମୃତକଙ୍କ ନାଁ ଲିଙ୍ଗରାଜ କୁମୁରା ହୋଇଥିବାବେଳେ ଅଭିଯୁକ୍ତ ପୁଅ ହେଉଛନ୍ତି ଅମୂଲ୍ୟ କୁମୁରା।ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରିରେ କୌଣସି କାରଣକୁ ନେଇ ବାପ ପୁଅଙ୍କ ମଧ୍ୟରେ ଝଗଡା ହୋଇଥିଲା। ପୁଅ ଉତ୍ତ୍ୟକ୍ତ ହୋଇ ବାପାକୁ Continue Reading
ସମ୍ବଲପୁର,୧୧/୨: ବଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଗଲା। ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି।ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦୁପତ୍ର ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶିକୁ ମଧ୍ୟ ରାଜ୍ୟ ସରକାର ବଢାଇଛନ୍ତି ।ଏହାକୁ ୨ ଗୁଣା ବୃଦ୍ଧି କରାଯାଇଛି । ସମ୍ବଲପୁର ଜିଲ୍ଲା ଚାରମାଲଠାରେ ଆୟୋଜିତ କେନ୍ଦୁପତ୍ର କର୍ମଚାରୀ ସଂଘର Continue Reading

ରେଢ଼ାଖୋଲ, ୫/୨: ୫୫ ନମ୍ବର ଜାତୀୟ ରାଜପଥ ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ନୂଆପଡ଼ା ଛକରେ ଶିବମ୍ ନାମକ ଏକ ଘରୋଇ ବସ୍ ଓଲଟିଛି। କଣ୍ଡକ୍ଟରଙ୍କ ସମେତ ୮ ଯାତ୍ରୀ ଗରୁତର ହୋଇଥିବା ଜଣାଯାଇଛି। ସମସ୍ତ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି। ଏହି ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଆହତ ହୋଇଥିବା କୁହାଯାଇଛି।ସୂଚନା ଅନୁଯାୟୀ, ଭୁବନେଶ୍ବରରୁ ହୀରାକୁଦ ଆସୁଥିବା ଶିବମ୍ ନାମକ ଏକ ଘରୋଇ ବସ୍ (ଓଡି୧୫-ସି୩୧୫୫) ଭୋର ୪ଟା ୪୫ ମିନିଟ୍ ସମୟରେ ଚାରମାଳ Continue Reading
ସମ୍ବଲପୁର, ୩/୨: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଓଗର ନୂଆ କ୍ୟାମ୍ପସକୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି। ୪୦୦ କୋଟି ଟଙ୍କାରେ ତିଆରି ହୋଇଛି ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ।ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୋଦି ଅପରାହ୍ନ ୧ଟା ୪୫ ମିନିଟ୍ରେ Continue Reading
ସମ୍ବଲପୁର, ୩/୨: ଓଡ଼ିଶାର ବିକାଶ ପାଇଁ ବିଜେପି ନେତୃତ୍ବ କେନ୍ଦ୍ର ସରକାର ଗୁରୁତ୍ବ ଦେଉଛନ୍ତି। ଗରିବ, ଯୁବ, ମହିଳା, ଚାଷୀଙ୍କୁ ସଶକ୍ତ କରିବା ପାଇଁ କେନ୍ଦ୍ର ସରକାର ବଜେଟ ପ୍ରସ୍ତୁତ କରିଛନ୍ତି।ମୋଦୀଙ୍କ ଗ୍ୟାରିଣ୍ଟିର ଅର୍ଥ ଗ୍ୟାରେଣ୍ଟି ପୂରା ହେବାର ଗ୍ୟାରେଣ୍ଟି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସ୍ଥାନୀୟ ରେମେଡ୍ ବ୍ଲକ ପଡ଼ିଆରେ ଆୟୋଜିତ ସଭାରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶର ପ୍ରତି ଗରିବ ପରିବାରକୁ ପକ୍କା ଘର ଦେବା ପାଇଁ Continue Reading
ସମ୍ବଲପୁର, ୨/୨ : ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି। ସମ୍ବଲପୁର ଓଓଗର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ Continue Reading