
ସମ୍ବଲପୁର, ୨୭/୧: ଶେଷରେ ସବୁ ଅପେକ୍ଷାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀ ଆଜି ସମଲେଇ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ନିର୍ଦ୍ଧାରିତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ପ୍ରକଳ୍ପ ଯଜ୍ଞସ୍ଥଳରେ ପହଂଚିଥିଲେ ।ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି। ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଇଛି।ତେବେ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ Continue Reading