Home Posts tagged SCB Medical college and Hospital
Odisha News
କଟକ,୨୬/୯: ପୁଣି ଥରେ ଏସସିବି ବଡ ମେଡିକାଲରୁ ନବଜାତ ଶିଶୁ କନ୍ୟା ଚୋରି ଅଭିଯୋଗ ହୋଇଛି। ପ୍ରସୂତି ବିଭାଗର ଆଇସିୟୁରୁ ପିଲା ଚୋରି ଅଭିଯୋଗ ହୋଇଛି । ଅଭିଯୋଗ ପରେ ଏସସିବି କର୍ତ୍ତୃପକ୍ଷ ସିସିଟିଭି ଯାଞ୍ଚ କରୁଛନ୍ତି । ଚିକିତ୍ସା ସମୟରେ ଚୋରି ହୋଇଥିବାର ଅଭିଯୋଗ କରିଛନ୍ତି ନବଜାତ ଶିଶୁର ବାପା। ନବଜାତ ଶିଶୁର ବାପା ତୋଫାନ କୁମାର ଜେନାଙ୍କ କହିବା ମୁତାବକ ଗତ ଗୁରୁବାର ଦିନ ତାଙ୍କର ସ୍ତ୍ରୀଙ୍କୁ ଏସସିବି ମେଡିକାଲର ପ୍ରସୂତି ବିଭାଗରେ ଭର୍ତ୍ତି […]Continue Reading
Seo wordpress plugin by www.seowizard.org.