Home Posts tagged school bus
Odisha News
ଭୁବନେଶ୍ୱର, ୨୦/୪: ଆଜିଠୁ ପୁଣି ଧରପଗଡ଼। ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନ କଡ଼ାକଡ଼ି ହେବ।ଆଜିଠୁ ୨୭ ତାରିଖ ଯାଏଁ ହେବାକୁ ଥିବା ଏହି ସ୍ପେଶାଲ ଡ୍ରାଇଭରେ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ସବୁ ପ୍ରକାର ଗାଡ଼ିର ଫିଟ୍‌ନେସ୍‌ , ପରମିଟ, ଇନସୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ ଆଦି ଯାଞ୍ଚ କରାଯିବ ।ନିର୍ଦ୍ଦିଷ୍ଟ ସଂଖ୍ୟାଠୁ ଅଧିକ ସଂଖ୍ୟାରେ ପିଲା ପରିବହନ କରୁଥିଲେ ଗାଡ଼ିର ଏବଂ ଚାଳକଙ୍କ ଲାଇସେନ୍ସ Continue Reading
Seo wordpress plugin by www.seowizard.org.