Home Posts tagged school (Page 2)
Odisha News
ଭୁବନେଶ୍ୱର, ୩୧/୩: ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ଗତକାଲି ନିଷ୍ପତ୍ତି ନେଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଥିଲେ । ହେଲେ ଗୁରୁବାର ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି ।ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବା ନେଇ ଗଣଶିକ୍ଷା ବିଭାଗ ଗତକାଲି ନିଷ୍ପତ୍ତି ନେଇଥିବା ବେଳେ ଏହାକୁ ଅଧଘଣ୍ଟା Continue Reading
Odisha News
ଭୁବନେଶ୍ୱର, ୩୦/୩: ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସକାଳ ୬.୩୦ରୁ ୧୦ଟା ପର‌୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ସେହିପରି ସକାଳ ୭ଟାରୁ ୧୧ଟା ପର‌୍ୟ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା Continue Reading
Odisha News
ଭୁବନେଶ୍ୱର,୧୧/୩: ଆସନ୍ତା ଏପ୍ରିଲ ମାସରେ ହେବ ମାଟ୍ରିକ୍ ପରୀକ୍ଷା। ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୬ ଯାଏଁ ଏହି ପରୀକ୍ଷା ଚାଲିବ। ଏହି ସମ୍ମେଟିଭ୍-୨ ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ।ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିଯୁକ୍ତ ହେବେ। କରୋନା ମହାମାରୀ କମିଥିବା ବେଳେ ଯଥାସମ୍ଭବ ଅଫ୍ଲାଇନ୍ରେ ପରୀକ୍ଷା ହେବ। ମ୍ୟାଟ୍ରିକ୍ ପରୀକ୍ଷାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ Continue Reading
Odisha News
ଭୁବନେଶ୍ୱର, ୧୦/୩: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ‘ଓସେପା’ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଡିଇଓ ଓ ଡିପିସି ମାନଙ୍କୁ ଚିଠି ଲେଖି ‘ଓସେପାର’ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ମାର୍ଗଦର୍ଶିକା ଜାରି କରିଛନ୍ତି।ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରସ୍ତୁତ ରହିବାକୁ ଗାଇଡଲାଇନରେ ନିର୍ଦ୍ଦେଶ ରହିଛି। ଶିକ୍ଷାନୁଷ୍ଠାନରେ ପିଇବା ପାଣି ଓ ଓଆର୍‌ଏସ୍ ମହଜୁଦ ରଖିବାକୁ କୁହାଯାଇଛି।ସେହିପରି ପିଲାମାନଙ୍କୁ ପାଣି Continue Reading
Seo wordpress plugin by www.seowizard.org.