Home Posts tagged seba express train
Odisha News
ନୟାଗଡ଼,୬/୭: ‘ସେବା ଏକ୍ସପ୍ରେସ୍’ ନାମରେ ନୟାଗଡ଼ରୁ ଭୁବନେଶ୍ବର ଚାଲୁଥିବା ମେମୁ ଟ୍ରେନ୍ ପୁଣି ଅଟକିଛି। ପୂର୍ବରୁ ଜଙ୍ଗଲ ଭିତରେ ଏହି ଟ୍ରେନ୍ ଅଟକିଥିବା ବେଳେ ଆଜି ନୟାଗଡ଼ ଷ୍ଟେସନରେ ଦୀର୍ଘ ସମୟ ପର‌୍ୟ୍ୟନ୍ତ ଷ୍ଟାର୍ଟ ହୋଇପାରି ନଥିଲା।ସକାଳ ୬ଟା ୪୫ରେ ଟ୍ରେନ୍ ଛାଡ଼ିବା ପାଇଁ ନିର୍ଦ୍ଧାରିତ ଥିଲା କିନ୍ତୁ ଯାନ୍ତ୍ରିକ ତ୍ରୁଟି କାରଣରୁ ଠିକ୍ ସମୟରେ ଟ୍ରେନ୍ଟି ଭୁବନେଶ୍ବର ଅଭିମୁଖେ ଗଡ଼ିପାରି ନଥିଲା। ପ୍ରାୟ ୨ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଧରି ଷ୍ଟେସନରେ ଅଚଳ Continue Reading
Seo wordpress plugin by www.seowizard.org.