କଟକ,୧/୮ : ବଲିଉଡ୍ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କୁ ମିଳିଲା ଆଶ୍ୱସ୍ତି। ଓଡିଶା ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା। ନିର୍ଦ୍ଧାରିତ ତାରିଖରେ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାଙ୍କ ଉଜଚଉର ଧାରା ୧୬୪ ରେ ବୟାନ ରେକର୍ଡ ଦାଖଲ ପାଇଁ ନିର୍ଦ୍ଦେଶ। ଅଗଷ୍ଟ ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ। ଆଗୁଆ ଜାମିନ ପାଇଁ ସୌରିନ ହାଇକୋର୍ଟରେ କରିଥିଲେ Continue Reading