
ଜଗତସିଂହପୁର/ସୋର/ସାଲେପୁର,, ୨୬/୩: ବିଭିନ୍ନ ସ୍ଥାନରେ ହୋଲିରେ ଅଘଟଣ ଘଟିଛି। ପୋଖରୀରେ ଗାଧୋଇଲା ବେଳେ ବୁଡ଼ିଯାଇ ୨ଜଣଙ୍କର ମୃତ୍ୟୁ ଘଟିଛି। କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛାଣିପୁରର ଆଶିଷ କୁମାର ଦାସ।ଆଶିଷ ସାଙ୍ଗମାନଙ୍କ ସହ ହୋଲି ଖେଳିସାରି ପୋଖରୀରେ ଗାଧୋଉଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖସିଯାଇଥିଲା। ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର Continue Reading