Home Posts tagged sourya chakra award to odiya youth leutinant bimal ranjan behera
Odisha News
ଭୁବନେଶ୍ୱର, ୬/୭: ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟେନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ମାର୍ଚ୍ଚ ୨୦୨୩ ରେ, ଯେତେବେଳେ ଓଏନଜିସି ଇନ୍ଧନ ଉତ୍ପାଦନ ଷ୍ଟୋରେଜ୍ ଏବଂ ଅଫଲୋଡିଂ ଜାହାଜରେ ଏକ ଜରୁରୀକାଳୀନ ପରିସ୍ଥିତି ବିଷୟରେ ଜଣାଇଲେ ସେତେବେଳେ ସେ ନିର୍ଭୟରେ Continue Reading
Seo wordpress plugin by www.seowizard.org.