Home Posts tagged speech of pm modi at cuttack
Odisha News
କଟକ, ୨୦/୫: ପୁରୀରେ ସୋମବାର ରୋଡ ଶୋ’ ପରେ କଟକରେ ପହଞ୍ଚିଛନ୍ତି ପହଞ୍ଚିଛନ୍ତି। ଏଠାରେ ଏକ ସଭାକୁ ସମ୍ବୋଧିତ କରି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଏକ ସାଂଘାତକ ଅଭିଯୋଗ ଆଣି କହିଛନ୍ତି,ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି। ରତ୍ନଭଣ୍ଡାର ଚାବି ତାମିଲନାଡୁ କିଏ ନେଇ ଯାଇଛି। ଏଭଳି ଲୋକକୁ ଓଡ଼ିଶାବାସୀ କ୍ଷମା କରିବେ ନାହିଁ। ଏଭଳି ଅବସ୍ଥାରେ ଯାଞ୍ଚ କମିଟି ରିପୋର୍ଟକୁ ଚାପି ଦିଆଯାଇଛି। ଦିଲ୍ଲୀରେ ତ ସରକାର ଗଢିବ ଏନଡିଏ। Continue Reading
Seo wordpress plugin by www.seowizard.org.