Home Posts tagged SRI JAGANATH
Odisha News
ପୁରୀ,୨/୭: ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ରବିବାରଠାରୁ ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ। ଭକ୍ତ ଏବଂ ଶ୍ରଦ୍ଧାଳୁ ମହାପ୍ରସାଦ ପାଇବେ। ସେହିପରି Continue Reading
Odisha News
ପୁରୀ,୧୯/୬ : ଅଣସର ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଭକ୍ତମାନେ ଲମ୍ବା ଧାଡିରେ ଠିଆହୋଇ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି । ପ୍ରଥମେ ପରିମାଣିକ ଟିକେଟଧାରୀ ଦର୍ଶନ କରୁଛନ୍ତି। ଏହାପରେ ୯ଟାରୁ ଦୁଇ ଘଣ୍ଟା ଧରି ୧୧ଟା ପର‌୍ୟ୍ୟନ୍ତ ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହେବ। ସାହାଣମେଲା ଦର୍ଶନରେ ଭକ୍ତମାନେ ସିଂହ ଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଦିନ ୧୧ଟା ପରେ ଆଉ Continue Reading
Seo wordpress plugin by www.seowizard.org.