
ଭୁବନେଶ୍ୱର,୩ ।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଥିଲା। ମାମଲାର ଶୁଣାଣି କରି ଉଭୟ ଆବେଦନକାରୀଙ୍କ ମାମଲାକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି।ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା ଲଗାଯାଇଛି। କୋର୍ଟଙ୍କ ବହୁ ମୂଲ୍ୟ ସମୟ ନଷ୍ଟ Continue Reading