
ଶ୍ରୀନଗର,୯/୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି।ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଛନ୍ତି। ଦିଲ୍ଲୀସ୍ଥିତ ଓଡ଼ିଶା ନିବାସରେ ଛାତ୍ରୀଛାତ୍ରଙ୍କ ପାଇଁ ଏହି କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ଏହି ନମ୍ବରଗୁଡ଼ିକ ହେଲା-୭୪୨୮୧୩୫୦୪୪, Continue Reading