
ଭୁବନେଶ୍ୱର,୨୯/୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସରକାର ସହାୟତା ଯୋଗାଇ ଦେବେ। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ Continue Reading