
ଭୁବନେଶ୍ୱର,୪/୨: ନୂଆଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡ଼ିଶା ସରକାର ଓ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି।ରବିବାର ଲୋକସେବା ଭବନଠାରେ ଆୟୋଜିତ ବୁଝାମଣାପତ୍ର ସ୍ବାକ୍ଷରିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହା ସ୍ବାକ୍ଷରିତ ହୋଇଛି।ରାଜ୍ୟ ସରକାରଙ୍କ Continue Reading