
ବାଲେଶ୍ଵର, ୨୮/୬: ଚାନ୍ଦିପୁର ଥାନା ପଦ୍ମପୁରସ୍ଥିତ ବାଞ୍ଛାନିଧି ଇଂରାଜୀ ମିଡିୟମ ଘରୋଇ ସ୍କୁଲର ଜଣେ ଅନ୍ତେବାସୀ ଉପରେ ପକ୍କା ପାଣିଟାଙ୍କି ପଡ଼ିବା ଫଳରେ ତାର ମୃତ୍ୟୁ ହୋଇଯାଇଛି।ମୃତ ଅନ୍ତେବାସୀ ହେଲେ ନାରାୟଣ ଟୁଡୁ(୧୦)। ଖୋର୍ଦ୍ଧା ଜିଲ୍ଲା ଅଧୀନ ବାରଙ୍ଗ ଅଞ୍ଚଳର ବାଗରାଇ ଟୁଡୁଙ୍କ ପୁତ୍ର ନାରାୟଣ ଚତୁର୍ଥ ଶ୍ରେଣୀରେ ପଢୁଥିଲେ।ସକାଳେ ଜଳଖିଆ ଖାଇ ସେ ହାତ ଧୋଇବାକୁ ଅନ୍ୟ ଅନ୍ତେବାସୀଙ୍କ ସହ ଯାଇଥିଲେ। ହାତ ଧୋଇବା ସମୟରେ ହଠାତ୍ ସିମେଣ୍ଟ ତିଆରି Continue Reading