Home Posts tagged subarnpur
Odisha News
ବୀରମହାରାଜପୁର,୨୪/୬: ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ପରିସରରେ ଘଟିଛି ଅଘଟଣ ।ସୁଚନା ଅନୁସାରେ ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବାବେଳେ ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ସେ ଖବର ଦେଇଥିଲେ । ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଜାରରେ ଧରି […]Continue Reading
Odisha News
ବିନିକା,୯/୭: ବାଇକ୍ ଉପରୁ ଜଣେ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଅରିଗାଁରେ। ଯୁବକଙ୍କ ପରିଚୟ ମିଳି ପାରି ନାହିଁ।ଗତକାଲି ବିଳମ୍ବିତ ରାତିରେ ଅରିଗାଁ ମୁଖ୍ୟରାସ୍ତା ଉପରେ ଏକ ବାଇକ୍ ଉପରେ ଯୁବକଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ।ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରି Continue Reading
Seo wordpress plugin by www.seowizard.org.