Home Posts tagged subhadra portal lunch
Odisha News
ଭୁବନେଶ୍ୱର,୨/୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍ ଇନ୍ କରି ସବୁକିଛି ସୂଚନା ପାଇପାରିବେ।ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା। ସୁଭଦ୍ର Continue Reading
Seo wordpress plugin by www.seowizard.org.