Home Posts tagged Subhadra Yojana (Page 2)
Odisha News
ଭୁବନେଶ୍ୱର,୯/୮: ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା।ଗୋଟିଏ ବଟନ୍ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।Continue Reading
Odisha News
ଭୁବନେଶ୍ୱର, ୩୦/୭ : ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ ପୁଣି ଥରେ କରିପାରିବେ ଆବେଦନ। ସୁଭଦ୍ରା ଯୋଜନାକୁ ନେଇ ଆଜି ଏଭଳି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଆସନ୍ତା ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ କରି ପାରିବେ ଆବେଦନ। ତାସହ ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ଆଉ ଥରେ […]Continue Reading
Odisha News
ଭୁବନେଶ୍ୱର,୨୭/୭: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ମିଳିବ। ଏ ବାବଦରେ ୧ ଲକ୍ଷ ୮୮ ହଜାର ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ। ଯୋଗ୍ୟ ହେଲେ ଅଗଷ୍ଟ ୯ରେ ସୁଭଦ୍ରା କିସ୍ତି ମିଳିବ।ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ। ଜିରୋ […]Continue Reading
Odisha News
ଭୁବନେଶ୍ୱର, ୨୨/୭: ରାଜ୍ୟରେ ଆରମ୍ଭ ହୋଇଛି ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ଅଙ୍ଗନବାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରଛାତ୍ରୀ । ଆଇଆଇଏମ୍ ସମ୍ବଲପୁରର ମଡେଲ ସହ ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀଙ୍କ ସହଯୋଗରେ ମହିଳା ଶିଶୁ ବିକାଶର ମିଳିତ ଉଦ୍ୟମରେ ରାଜ୍ୟବ୍ୟାପି ଏହି ସୁଭଦ୍ରା ଯୋଜନାର ସମୀକ୍ଷା କରାଯିବ ।ରାଜ୍ୟର ୨୦୦ରୁ ଅଧିକ ଅଙ୍ଗନୱାଡ଼ି କେନ୍ଦ୍ରରେ ଏହି Continue Reading
Odisha News
ଭୁବନେଶ୍ୱର, ୧୯/୪ : ସୁଭଦ୍ରା ହିତାଧିକାରୀ ମହିଳାଙ୍କ ପାଇଁ ଆସିଛି ବଡ଼ ଖବର । ପୁଣି ମିଳିବ ସୁଭଦ୍ରା ଟଙ୍କା । ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ଏକ ବଡ଼ ଘୋଷଣା କରିଛନ୍ତି । ସୁଭଦ୍ରା ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ବାଣ୍ଟିବେ ରାଜ୍ୟ ସରକାର ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି ଯେ , ଆସନ୍ତା ଏପ୍ରିଲ ୨୪ରେ ସୁଭଦ୍ରା ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ । ପୁରୀ ଠାରେ ପଞ୍ଚାୟତିରାଜ୍ ଦିବସ […]Continue Reading
Odisha News
ଭୁବନେଶ୍ୱର,୭/୪ : ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ। ବାଦ୍ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ଅନ୍ୟପକ୍ଷରେ ଆଜି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। SHG( Continue Reading
Odisha News
ଛତ୍ରପୁର,୮/୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିଛି।କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, Continue Reading
Odisha News
ଭୁବନେଶ୍ୱର,୬/୩ : ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି।ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍‌ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।ଏଥିସହିତ ୮ ତାରିଖରେ ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା ଆସିବ। ଗୋଟିଏ ଦିନରେ ୫ ହଜାର କୋଟି ଟଙ୍କା ସରକାର ପ୍ରଦାନ କରିବେ Continue Reading
Odisha News
ଭୁବନେଶ୍ୱର,୨୧/୨: ମହିଳାମାନଙ୍କୁ ଆହୁରି ସଶକ୍ତ କରିବାକୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । ଆସନ୍ତାକାଲିଠାରୁ ଏହି ମେଳା ଆରମ୍ଭ ହେବ । ୨୦୪୭ରେ ବିକଶିତ ଓଡ଼ିଶା ଓ ବିକାଶ ଭାରତ ପାଇଁ ମହିଳା ସଶକ୍ତିକରଣ ହେବ ମୂଳ ପିଣ୍ଡ । ତେଣୁ ସୁଭଦ୍ରା ଶକ୍ତି ମେଳାରେ ଶକ୍ତିର ପୁଞ୍ଜ ଦେଖିବାକୁ ମିଳିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତାକାଲିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ନଅ ଦିନ […]Continue Reading
Odisha News
ଭୁବନେଶ୍ବର, ୭/୨: ଆସନ୍ତାକାଲି (୮ତାରିଖ) ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ।ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ହେଉଛି ବିକାଶର Continue Reading