
ଭୁବନେଶ୍ୱର,୭/୬: ରାଜ୍ୟରେ ବିଜେପି ସରକାର ଗଠନ ପୂର୍ବରୁ ବିଜେଡିର ଦ୍ୱିତୀୟ କ୍ଷମତାକେନ୍ଦ୍ର ଭିକେ ପାଣ୍ଡିଆନଙ୍କ ଆଇଏଏସ୍ ପତ୍ନୀ ସୁଜାତା ରାଉତ କାର୍ତ୍ତିକେୟନ ଛୁଟିରେ ପଳାଇଛନ୍ତି । ପିଲାର ଯତ୍ନ ନେବା ଆଳ ଦେଖାଇ ସେ ୬ମାସ ଛୁଟିରେ ଯାଇଛନ୍ତି । ଦୀର୍ଘ ୨୪ବର୍ଷର କ୍ଷମତାସୀନ ବିଜେଡିକୁ ଝଟକା ଦେଇ ବିଜେପି ଚଳିତ ନିର୍ବାଚନରେ ରାଜ୍ୟରେ ବିପୁଳ ବିଜୟ ହାସଲ କରିବା ଏବେ ପାଣ୍ଡିଆନଙ୍କୁ ମହଙ୍ଗା ପଡ଼ିଛି ।ସାଧାରଣ ପ୍ରଶାସନ ବିଭାଗର ଅଫିସ୍ ଅର୍ଡର ଅନୁସାରେ, Continue Reading