
ଭୁବନେଶ୍ୱର, ୧୦/୧୨: ଓଡ଼ିଶାର ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଆଜି ବିଧାନସଭା ପକ୍ଷରୁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ସୁଜିତ କୁମାର ଏକ ମାତ୍ର ପ୍ରାର୍ଥୀ ଥିବା ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ । ଆସନ୍ତା ୧୩ ତାରିଖରେ ନାମାଙ୍କନ ଯାଞ୍ଚ କରାଯିବ । ଯେହେତୁ ସେ ଏକମାତ୍ର ପ୍ରାର୍ଥୀ ରହିଛନ୍ତି, ସେଥିପାଇଁ ନାମାଙ୍କନ ଯାଞ୍ଚ କରାଯାଇ ସେହିଦିନ ହିଁ ଫଳାଫଳ ଘୋଷଣା […]Continue Reading