
ସୁନ୍ଦରଗଡ଼, ୨୨/୨: ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଛି ଓଏସ୍ଆରଟିସି (OSRTC) ବସ୍ । ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ମୁଚୁରିନାଳ ନିକଟରେ ବସଟି ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କୁ ରାଉରକେଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।ଗତକାଲି ବିଳମ୍ବିତ ରାତିରେ OSRTC ବସ୍ ଜଗନ୍ନାଥ ଏକ୍ସପ୍ରେସ୍ ନାମକ ବସଟି ସୁନ୍ଦରଗଡ଼ରୁ ପୁରୀ ଯାଉଥିଲା । ବସ୍ରେ ୫୦ରୁ ଅଧିକ ଯାତ୍ରୀ ଥିଲେ । […]Continue Reading