Home Posts tagged Sundergarh district
Odisha News
ରାଉରକେଲା /କୋଇଡା, ୧/୫: ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ୍ କେ ବଲାଙ୍ଗ ଥାନା ଚୁନା ଘାଟିରେ ଦୁର୍ଘଟଣା ଘଟିଛି। ଏହାଫଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲ୍ପର ଆହତ ହୋଇଛନ୍ତି। ମଧ୍ୟ ରାତ୍ରରେ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି।ଲୁହା ପଥର ବୋଝେଇ ଟ୍ରକର ବ୍ରେକ ଫେଲ ହେବାରୁ ସାମ୍ନାରେ ଥିବା ଏକ ଲୁହାପଥର ବୋଝେଇ ଟ୍ରକ କ୍ଷିପ୍ର ଗତିରେ ଆସି ଧକ୍କା ଦେଇଥିଲା। ଏହା ଫଳରେ ଗାଡ଼ିରେ ଚାପି ହୋଇ ଘଟଣାସ୍ଥଳରେ ଚାଳକର ମୃତ୍ୟୁ ହୋଇଛି।ଦୁଇ ଘଣ୍ଟାର […]Continue Reading
Odisha News
ସୁନ୍ଦରଗଡ଼, ୯/୩: ଇବନଦୀ ସେମନାଘାଟରେ ଗାଧୋଇଲା ବେଳେ ଜଣେ ବାଳକ ସମେତ ୩ ଜଣ ନିଖୋଜ ହୋଇଯାଇଛନ୍ତି। ନଦୀର ଚୋରାବାଲିରେ ସେମାନେ ବୁଡ଼ି ଯାଇଥିବା କୁହାଯାଉଛି।ଯୁବକମାନେ ସୁନ୍ଦରଗଡ଼ ରିଜେଣ୍ଟ ମାର୍କେଟର ବୋଲି ପ୍ରାଥମିକ ସୂଚନା ମିଳିଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଛନ୍ତି। ସେମାନଙ୍କ ପରିଚୟ ମିଳି ନାହିଁ।Continue Reading
Odisha News
ସୁନ୍ଦରଗଡ଼/ଦେବଗଡ଼, ୧୯/୧୨: ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ଉଦ୍ଧାର। ଆଜି ସକାଳେ ଦେବଗଡ଼ର କପଡା ବ୍ୟବସାୟୀ ଆଲୋକ ଅଗ୍ରୱାଲଙ୍କ ଝିଅ ପିହୁ (୬)କୁ କାନ୍ଦୁଥିବାର ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁର ଜଣେ ମହିଳା ଦେଖିବାକୁ ପାଇଥିଲେ।ଦେବଗଡ଼ରୁ ଆଈମା କୋଳରୁ ଅପ଼ହୃତା ନାବାଳିକା ପିହୁକୁ ଭୋର୍ ୪ଟା ବେଳେ ବଡ଼ଗାଁ ଥାନା ସରବତୀ ଦେବୀ ଉଚ୍ଚବିଦ୍ୟାଳୟ ସମ୍ମୁଖ ରାସ୍ତାର ପୋଲ ତଳୁ ମହିଳା ଉଦ୍ଧାର କରିଥିଲେ। ଭୋରରୁ କାମକୁ ଯାଉଥିବା ଉକ୍ତ ମହିଳା ଦେଖିବା ପରେ ତାକୁ ଉଦ୍ଧାର Continue Reading
Odisha News
ସୁନ୍ଦରଗଡ଼,୨୯/୧୧: ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କୁ ଚାଷଜମିକୁ ବାସୋପଯୋଗୀ ଜମିରେ ରୂପାନ୍ତରିତ କରିବା ନେଇ ରିପୋର୍ଟ ଦେବା ଲାଗି ୫ ହଜାର ଟଙ୍କା Continue Reading
Odisha News
ସୁନ୍ଦରଗଡ଼,୨୨/୧୧: ମୁମ୍ଵାଇ କୁର୍ଲା ରେଲଓ୍ଵେ ଷ୍ଟେସନରେ ବନ୍ଦ ଆଟାଚିରୁ ସୁନ୍ଦରଗଡ଼ର ଯୁବତୀ ପ୍ରତିମା ପାୱଲ କିସପଟ୍ଟା (୨୫)ଙ୍କ ମୃତଦେହ ଉଦ୍ଧାର ମାମଲାରେ ମୁମ୍ବାଇ କ୍ରାଇମବ୍ରାଞ୍ଚ ପୁଲିସ ଜଣକୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଅସ୍କର ମନୋଜ ବାର୍ଲା (୨୨)। ସୂଚନା ମିଳିଛି ତାଙ୍କ ଘର ମଧ୍ୟ ସୁନ୍ଦରଗଡ଼ରେ।ଯୁବକ ମୃତା ଯୁବତୀଙ୍କ ସହ ଏକାଠି ମୁମ୍ବାଇର ଧରଭି ଅଞ୍ଚଳରେ ଲିଭ୍ ଇନ୍ ରିଲେସନସିପରେ ରହୁଥିଲେ। କରୋନା ସମୟରେ ମୁମ୍ବାଇରେ ଦାଦନ ଖଟିବାକୁ ଯାଇଥିବା Continue Reading
Odisha News
ସୁନ୍ଦରଗଡ଼,୫/୧୦: ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସ୍ଆଇ ଆଲିଶ ନାରମି ଲୁଗୁନଙ୍କ ମୃତ୍ୟୁ ରହସ୍ୟର ପର୍ଦ୍ଦାଫାସ ଓ ହତ୍ୟାକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି ନେଇ ଗୁରୁବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଜେପି ମହିଳା ମୋର୍ଚ୍ଚା ଓ ଆଦିବାସୀ ମୋର୍ଚ୍ଚା। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଇଥିବାବେଳେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ବ୍ୟାବସାୟିକ ପ୍ରତିଷ୍ଠାନ, ସ୍କୁଲ, କଲେଜ Continue Reading
Odisha News
ସୁନ୍ଦରଗଡ଼,୨୩/୯: ସୁନ୍ଦରଗଡ଼ରେ ୧୦ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ଜଣାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୨୧ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ସୂଚନାଯୋଗ୍ୟ, ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ୧୦ ଓ ବୁଧବାର ୭ , ଗୁରୁବାର ୬ ଓ ଶୁକ୍ରବାର ୫ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୨୧ରେ Continue Reading
Odisha News
ସୁନ୍ଦରଗଡ଼, ୨୦/୯ : ସୁନ୍ଦରଗଡ଼ ଜିଲ୍ଲାରେ ବଢ଼ିବଢ଼ି ଚାଲିଛି ସ୍କ୍ରବ ଟାଇଫସ ଭାଇରସ ଆକ୍ରାନ୍ତ ସଂଖ୍ୟା। ପୁଣି ଜିଲ୍ଲାରେ ଆଉ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି। ଯାହା ଚିନ୍ତାର କାରଣ ପାଲଟଛି।ସୋମବାର ୫୯ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେ ମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଜିଲ୍ଲାର ସଦର ବ୍ଲକର ମଝାପଡା ଓ ବାଲିଶଙ୍କରା ବ୍ଲକ ଅଂଚଳରେ ମାତ୍ରାଧିକ ଅ।କ୍ରାନ୍ତ ଚିହ୍ନଟ […]Continue Reading
Odisha News
ସୁନ୍ଦରଗଡ଼,୧୭/୯: ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ ଟାଇଫ୍ସ। ଆଜି ପୁଣି ୧୧ ଚିହ୍ନଟ ହୋଇଛି। ଏହା ସହ ସଂଖ୍ୟା ୧୮୦ରେ ପହଞ୍ଚିଛି। ୫୪ଟି ନମୁନା ମଧ୍ୟରୁ ୧୧ ସ୍କ୍ରବ ଟାଇଫସ୍ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି।୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫ ତାରିଖରେ ୭ ଚିହ୍ନଟ ହୋଇଥିଲେ। ଗତ ଜାନୁଆରିରେ ମାତ୍ର ୪ଜଣ ଚିହ୍ନଟ ହୋଇଥିଲେ। ଏହା ମଧ୍ୟରେ ଅଗଷ୍ଟ ୨୩ରେ ବଡ଼ଗାଁ ତୁଡ଼ାଲଗାର ସହଦେବ ତେଲି ନାମକ […]Continue Reading
Odisha News
ସୁନ୍ଦରଗଡ଼/ଲେଫ୍ରିପଡ଼ା,୧୩/୪ : ଗୁରୁବାର ସକାଳେ ଲେଫ୍ରିପଡ଼ା ଥାନା ଛଟେନପାଲି ତାରିଣୀ ମନ୍ଦିର ନିକଟରେ ଏକ ଗୁଳିକାଣ୍ଡ ଘଟିଛି। ଅଜ୍ଞାତ ଦୁର୍ବୃତ୍ତମାନେ ଏକ ଛେଳି ବେପାରୀଙ୍କୁ ଗୁଳି ମାରି ହତ୍ୟା କରି ପ୍ରାୟ ୯ ଲକ୍ଷ ଟଙ୍କା ଲୁଟି ଫେରାର ହୋଇଯାଇଥିବା କୁହାଯାଉଛି। ମୃତକ ଭଷ୍ମା ଥାନା ଶରଧାପାଲିର ବୋଲି ଜଣାପଡ଼ିଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଛି।ସୂଚନା ଅନୁସାରେ ଆଜି ସକାଳୁ ଶରଧାପାଲିର Continue Reading
Seo wordpress plugin by www.seowizard.org.