Home Posts tagged surama padhi to be speaker of odisha assembly
Odisha News
ଭୁବନେଶ୍ବର,୧୨/୬: ଓଡ଼ିଶାରେ ବିଜେପି ସରକାର ଗଢ଼ିଲା ପରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି।ସେହିପରି କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋହନ୍ଙ୍କ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ ପରେ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ଘୋଷଣା କରିଛି। ସୁରମା ପାଢ଼ୀଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି) ବାଚସ୍ପତି କରିଛି।ବାଚସ୍ପତି ଘୋଷଣା Continue Reading
Seo wordpress plugin by www.seowizard.org.