
ଭୁବନେଶ୍ୱର,୧୫/୯: ଦୀର୍ଘ ଦିନ ପରେ ପୁଣି ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ ଆଗେଇଛି । ଚନ୍ଦ୍ରଶେଖରପୁର ଥାନା ପୁଲିସ୍ ଶ୍ୱେତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ୍ ମହାପାତ୍ରଙ୍କୁ ରାତିଅଧିଆ ଜେରା କରିଛି । ଏହାସହ ପୁଲିସ୍ ଶ୍ୱେତାଙ୍କ ବାପା ଓ ଭାଇଙ୍କୁ ଥାନାକୁ ଡାକି ପଚରାଉଚରା କରିଥିବା ସୂଚନା ମିଳିଛି ।ଚନ୍ଦ୍ରଶେଖରପୁର ଥାନା ପୁଲିସ୍ ଘଟଣାର ଦୀର୍ଘ ୨୦ ଦିନ ପରେ ଶ୍ୱେତାଙ୍କ ବୟଫ୍ରେଣ୍ଡ ସୌମ୍ୟଙ୍କୁ ଧରିଛି । ପୂର୍ବରୁ Continue Reading