
ଓଡ଼ିଶା, ୫/୯ : ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି।ଶିକ୍ଷା ଦୀକ୍ଷା ପ୍ରତିଟି କ୍ଷେତ୍ରରେ ଗୁରୁଙ୍କର ମାର୍ଗଦର୍ଶନ ଜଣେ ବ୍ୟକ୍ତିକୁ କରାଏ ସଫଳ। ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ Continue Reading