Home Posts tagged TELKOI MLA PREMANANDA NAYAK RESIGNS FROM BJD
Odisha News
ତେଲକୋଇ,୯/୨: ବିଜେଡିରୁ ଇସ୍ତଫା ଦେଇଛନ୍ତି ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ ଆଣି ପ୍ରେମାନନ୍ଦ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି।ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ। Continue Reading
Seo wordpress plugin by www.seowizard.org.