Home Posts tagged three daughters die in snake bite father serious
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୯ : ସାପ କାମୁଡ଼ାରେ ଚାଲିଗଲା ୩ ଭଉଣୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ଚରିଆପାଲି ଗ୍ରାମରେ। ସେମାନଙ୍କ ବାପା ସୁଲେନ୍ଦ୍ର ମଲ୍ଲିକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ମୃତକ ହେଲେ ସୁଲେନ୍ଦ୍ରଙ୍କ ବଡ ଝିଅ ସୁଧିରେଖା ମଲ୍ଲିକ(୧୩), ମଝିଆ ଝିଅ ଶୁଭରେଖା ମଲ୍ଲିକ(୧୨) ଓ ସାନ ଝିଅ ସୁରଭୀ ମଲ୍ଲିକ (୩ ବର୍ଷ)।ଗତ ରାତିରେ Continue Reading
Seo wordpress plugin by www.seowizard.org.