Home Posts tagged TIGER SKIN SEIZED AND FIVE ARRESTED IN NUAPADA
Odisha News
ନୂଆପଡ଼ା,୨୬/୫: ଗ୍ରାହକ ହୋଇ ଯାଇଥିଲେ। ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲେ। କଲରାପତରିଆ ବାଘ ଛାଲ ଜବତ କରିଥିବା ବେଳେ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ବନ ବିଭାଗ। ନୂଆପଡ଼ା ଜିଲ୍ଲାରୁ ଆସିଛି ଏପରି ଖବର।ଖଡିଆଳ ବନଖଣ୍ଡ ବିଭାଗ ଅଧିନସ୍ଥ ସାନ ମହେଶ୍ୱର ସେକ୍ସନ ହରିପୁର ଗାଁରେ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିଲା। ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ଗ୍ରାହକ ସାଜି ସେଠାକୁ ଯାଇଥିଲା। ଡିଲ୍ […]Continue Reading
Seo wordpress plugin by www.seowizard.org.