Home Posts tagged today world famous rathayatra
Odisha News
ପୁରୀ, ୭/୭: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ସକାଳୁ ସକାଳୁ ପୁରୀ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି। ପୁରୀରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। କେବଳ ଓଡ଼ିଶା କି ଭାରତ ନୁହେଁ, ବରଂ ବିଦେଶରୁ ମଧ୍ୟ ଭକ୍ତଙ୍କ ଆଗମନ ହୋଇଛି ପୁରୀକୁ। ଏଣେ ବିଳମ୍ବିତ ରାତିରୁ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିଛି। ପୁରୀ ବଡ଼ଦାଣ୍ଡରେ ହନୁମାନଙ୍କ ବେଶରେ କିଛି ଭକ୍ତ ନୃତ୍ୟ କରୁଛନ୍ତି। ତେଣେ ‘ଜୟ ଜଗନ୍ନାଥ ଓ ଜୟ ଶ୍ରୀରାମ’ ଧ୍ୱନିରେ କମ୍ପୁଛି ବଡ଼ଦାଣ୍ଡ।ଆଉ Continue Reading
Seo wordpress plugin by www.seowizard.org.