Home Posts tagged tosalimela
Odisha News
ଭୁବନେଶ୍ୱର ୨୮/୩ : ଆଜିଠୁ ଆରମ୍ଭ ହେବ ତୋଷାଳି ମେଳା । ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ଚଳିତ ବର୍ଷ ଷୋଡଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୧୦ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ଜନତା ମଇଦାନରେ ହେବ ତୋଷାଳି ମେଳା। ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ ।ତେବେ ସନ୍ଧ୍ୟା ୬ ରୁ ୯ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ ମେଳା। […]Continue Reading
Seo wordpress plugin by www.seowizard.org.