
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୬/୯: କୁଶଳୀ ହେବେ ଆଇଟିଆଇ ଛାତ୍ରଛାତ୍ରୀ। ବଢିବ ଟିପିଏନଓଡିଏଲ କର୍ମଚାରୀଙ୍କ ଦକ୍ଷତା। ସୁରକ୍ଷା ପଦ୍ଧତି ଏବଂ କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ ତାଲିମ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପିଏନଓଡିଏଲ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ସ୍ଥିତ ବେତନଟୀରେ ନୂତନ କୌଶଳ ବିକାଶ କେନ୍ଦ୍ରର ଲୋକାର୍ପଣ କରାଯାଇଛି।ଏହି କୌଶଳ ବିକାଶ କେନ୍ଦ୍ର ଟିପିଏନଓଡିଏଲର କର୍ମଚାରୀଙ୍କ ଦକ୍ଷତା ବିକାଶ କରିବା ସହିତ ବିଏ Continue Reading