
ଭୁବନେଶ୍ୱର,୧୮/୧୦: ଆଜିଠୁ ପୁଣି କଡା କଡ଼ି ହେଲା ଟ୍ରାଫିକ୍ ନିୟମ । ବିନା ହେଲମେଟ୍ରେ ଗାଡି ଚାଳାଉଥିଲେ ସାମଧାନ୍ ।ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଜୋରଦାର ହେବ ଧରପଗଡ଼। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ପେଶାଲ୍ ଡ୍ରାଇଭକୁ ଜୋରଦାର କରାଯିବ। ଏନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି।ଆଜିଠୁ ୨୧ ତାରିଖ ଯାଏ ସକାଳ ୯ଟାରୁ Continue Reading