Home Posts tagged train accident
Odisha News
ସମ୍ବଲପୁର,୩୦/୧୧: ସମ୍ବଲପୁର ରେଳ ଷ୍ଟେସନରେ ଜମ୍ମୁ ତୱି ଏକ୍ସପ୍ରେସ୍ ଟ୍ରେନ ବିଳମ୍ବିତ ରାତିରେ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି।ଷ୍ଟେସନରେ ଥିବା ୱାସିଙ୍ଗ ଲାଇନକୁ ଖାଲି ଗାଡ଼ି ଯାଉଥିବା ସମୟରେ ଗୋଟିଏ ବଗିର ଚକ ଟ୍ରାକ ବାହାରକୁ ଚାଲିଯାଇଥିଲା ଯାହାଫଳରେ ଲାଇନଚ୍ୟୁତ ହୋଇଥିଲା।ଏହା ଜାଣିବା ପରେ ତୁରନ୍ତ ୱାସିଙ୍ଗ ଲାଇନର କର୍ମଚାରୀମାନେ ଟ୍ରେନକୁ ତୁରନ୍ତ ଟ୍ରାକକୁ ପୁଣି ନେଇ ଆସିଥିଲେ। ରେଳ ଲାଇନଚ୍ୟୁତ ସମୟରେ ଟ୍ରେନରେ କୌଣସି ଯାତ୍ରୀ ନଥିଲେ। ୱାସିଙ୍ଗ Continue Reading
Seo wordpress plugin by www.seowizard.org.