Home Posts tagged truck accident
Odisha News
ବାରଙ୍ଗ, ୧୯/୬: କଟକ ଜିଲ୍ଲା ତ୍ରିଶୁଳିଆ କୁଆଖିଆ ନଦୀ ପୋଲ ଉପରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି।ଏକ ଟ୍ରକ୍ ସହ କାର୍ ର ମୁହାଁମୁହିଁ ଧକ୍କା ହେବା ଫଳରେ ବ୍ରିଜରୁ ତଳକୁ ଖସି ପଡ଼ିଥିଲା। ଫଳରେ ଦୁର୍ଘଟଣା ଘଟିଥିଲା ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ କାର୍ ଓ ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ […]Continue Reading
Odisha News
କେନ୍ଦୁଝର, ୨୩/୨ : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ଲୁହା ଛଡ଼ ବୋଝେଇ ଟ୍ରକ ଧକ୍କାରେ ଘଟଣାସ୍ଥଳରେ ବାପ ପୁଅ ମୃତ୍ୟୁବରଣ କରିଥିବା ବେଳେ ଖବର ପାଇ ଗାଁରେ ଦାଦା ହୃଦଘାତରେ ମୃତ୍ୟୁବରଣ କରିଛନ୍ତି।ଆଜି ସକାଳ ୯ଟାରେ ବାରିଗାଁରୁ ବାପା କାଣ୍ଡେ ମୁଣ୍ଡା(୫୭) ଓ ପୁଅ ଲକ୍ଷ୍ମଣ ମୁଣ୍ଡା (୩୫) ଏକ ସ୍କୁଟି ଯୋଗେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିବା ବେଳେ ପିପିଳିଆ ଛକ ନିକଟରେ କେନ୍ଦୁଝର ପଟକୁ ଆସୁଥିବା ଏକ ରଡ଼ […]Continue Reading
Odisha News
ଅନୁଗୋଳ,୧୭/୧୧: ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଦୁର୍ଘଟଣାରେ ୩ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ବରଗାପାଲିରେ ଏହି ଦୁର୍ଘଟଣା ଘଟିଛି। ଆହତଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଗତକାଲି ବିଳମ୍ବିତ ରାତିରେ ପ୍ରାଚୀ ନାମକ ଘରୋଇ ବସ୍ଟି ସୁନ୍ଦରଗଡ଼ରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଆସୁଥିଲା। ବରଗାପାଲିରେ ନିକଟରେ ବସ୍ର ଚକା ପଙ୍କଚର ହୋଇଯାଇଥିଲା। Continue Reading
Odisha News
କେନ୍ଦୁଝର,୪/୧୧ : କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ବିଞ୍ଜବାହାଳ ବସଷ୍ଟାଣ୍ଡ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବେଆଇନ ଗୋରୁ ବୋଝେଇ ଟ୍ରକ୍ ଓଲଟି ପଡ଼ିବାରୁ ୧୫ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଆହୁରି ଅନେକ ଗୋରୁ ଆହତ ହୋଇଛନ୍ତି।ଏହି ୧୬ ଚକିଆ ଟ୍ରକ୍ଟି ଆଜି ଭୋରରେ ପାଲଲହଡ଼ାରୁ କେନ୍ଦୁଝର ଆଡ଼କୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା।ଏହା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତେଲକୋଇ ଅଗ୍ନିଶମ ବାହିନୀ Continue Reading
Odisha News
କୁଚିଣ୍ଡା,୨୬/୭: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ବଡ଼କୁଣ୍ଡେସରାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ୧୪ଚକିଆ କୋଇଲା ବୋଝେଇ ଟ୍ରକ ଏବଂ ୪୦୭ ଗାଡ଼ି ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଧକ୍କା ହେବାପରେ ଦୁଇଟି ଟ୍ରକ ଓଲଟି ପଡ଼ିଥିବା ବେଳେ ଟ୍ରକରୁ ବାହାରି ନ ପାରି ୪୦୭ ଗାଡ଼ି ସହ ଜିଅନ୍ତା ଜଳିଗଲେ ଡ୍ରାଇଭର। ମୃତ ଡ୍ରାଇଭରଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜମନକିରା ପୁଲିସ ଓ […]Continue Reading
Seo wordpress plugin by www.seowizard.org.