ନୂଆଦିଲ୍ଲୀ,୧୦/୩ : ମାରାତ୍ମକ ଏଚ୩ଏନ୨ ଭାଇରସ ଯୋଗୁ ସୃଷ୍ଟି ହୋଇଥିବା ଇନଫ୍ଲୁଏଞ୍ଜାରେ ଆକ୍ରାନ୍ତ ହୋଇ ପ୍ରଥମଥର ଭାରତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ହରିଆଣାରେ ଜଣେ ଓ କର୍ଣ୍ଣାଟକାରେ ଜଣଙ୍କର ମୃତ୍ୟୁ ଏଚ୩ଏନ୨ ଭାଇରସ ଯୋଗୁ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।ସୂଚନା ଅନୁସାରେ, ଦେଶରେ ବର୍ତ୍ତମାନ ଏଚ୩ଏନ୨ ଭାଇରସରେ ପ୍ରାୟ ୯୦ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଏଚ୧ଏନ୧ ଭାଇରସ ମଧ୍ୟ ୮ ଜଣଙ୍କ ଶରୀରରୁ ଠାବ ହୋଇଛି। ବିଗତ କିଛି Continue Reading